ପାଣି ସମସ୍ୟାକୁ ନେଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ମହିଳାମାନେ
ଟିଟିଲାଗଡ, (ଗୌରବ ଦର୍ଜୀ) : ଟିଟିଲାଗଡ ଉପଖଣ୍ଡରେ ପାଣି ସମସ୍ୟା ଏକ ଉତ୍କଟ ସମସ୍ୟା ପାଲଟିଛି । ସହର ଅଞ୍ଚଳରେ ହେଉଥିବା ପାଣିର ସମସ୍ୟାକୁ ପ୍ରଶାସନ ସମାଧାନ କରିପାରୁନଥିବା ବେଳେ ଗ୍ରାମାଞ୍ଚଳରେ ମଧ୍ୟ ସମସ୍ୟାର ସମାଧାନ ହୋଇପାରୁ ନାହିଁ । ସହର ସମେତ ଗ୍ରାମାଞ୍ଚଳରେ ମଧ୍ୟ ପାଣି ସମସ୍ୟାକୁ!-->…
Read More...
Read More...