ଟିଟିଲାଗଡ଼ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ସମାରୋହ
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଦେଶ ଆଜି ୭୯ତମ ସ୍ୱାଧିନତା ଦିବସ ପାଳନ କରୁଛି । ଏହି ପରିପ୍ରେକ୍ଷୀରେ ଟିଟିଲାଗଡ଼ ଉପଖଣ୍ଡ ପ୍ରଶାସନ ଓ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟିଟିଲାଗଡ଼ ତରଫରୁ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ସ୍ୱାଧିନତା ଦିବସ ଅନୁଷ୍ଠିତ ହୋଇଯାଇଛି । ସକାଳ!-->…
Read More...
Read More...