ବଲାଙ୍ଗିର ଜିଲ୍ଲାପାଳ ଟିଟିଲାଗଡ ସହରର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରିଛନ୍ତି
ଟିଟିଲାଗଡ, (ଗୌରବ ଦର୍ଜୀ) : ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରଣା ଆଜି ଟିଟିଲାଗଡ ଗସ୍ତରେ ଆସିଥିଲେ । ଟିଟିଲାଗଡ ଉପଜିଲ୍ଲାପାଳ ସୋମେଶ ଉପାଧ୍ୟାୟଙ୍କ ସହ ସହରର ବିଭିନ୍ନ ଉନ୍ନତିମୂଳକ କାର୍ୟ୍ୟଗୁଡ଼ିକର ତଦାରଖ କରିଥିଲେ । ସେ ସିଟି ସ୍କୁଲ ଖେଳ ପଡିଆର ପ୍ରଶସ୍ତିକରଣ ସହ ତା'ର ଉନ୍ନତିମୂଳକ!-->…
Read More...
Read More...