ଟିଟିଲାଗଡରେ ବ୍ଲକ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଶନିବାର ଦିନ ଜାମପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଟିଟିଲାଗଡ଼ ଗୋଷ୍ଠୀ ସାଧନକେନ୍ଦ୍ର ସଂଯୋଜକ ଅଭିରାମ ମାଝୀଙ୍କ ଦ୍ୱାରା ଗୋଷ୍ଠୀ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଦୁଇଟି ପର୍ଯ୍ୟାୟରେ ହେଇଥିଲା ।!-->…
Read More...
Read More...