ଟିଟିଲାଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ ଯୋଗ ଦିବସ କୁମୁଡ଼ା କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଟିଟିଲାଗଡ଼ ସହରର ବିଭିନ୍ନ ସ୍ଥାନରେ ଯୋଗ ଶିବିର ଆୟୋଜନ ହୋଇଯାଇଛି । ସେହିପରି ଟିଟିଲାଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ କୁମୁଡା କଲ୍ୟାଣ ମଣ୍ଡପ ପରିସରରେ ବିଡ଼ିଓ ଚନ୍ଦ୍ରମଣୀ ନାଗଙ୍କ ତତ୍ତ୍ୱବାଧାନରେ ଶତାଧିକ!-->…
Read More...
Read More...