ଭୁବନେଶ୍ଵର ଠାରେ ଆୟୋଜିତ ବିଶ୍ଵ ପରିବେଶ ଦିବସରେ ଟିଟିଲାଗଡ଼ ପ୍ରଭାବତୀ ପବ୍ଲିକ ସ୍କୁଲକୁ ମିଳିଲା ପ୍ରକୃତି ମିତ୍ର…
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଭୁବନେଶ୍ୱରଠାରେ ବିଶ୍ୱ ପରିବେଶ ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ଅବସରରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ । ଏହି ଅବସରରେ!-->…
Read More...
Read More...