ଟିଟିଲାଗଡ଼ ପ୍ରଭାବତୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଉଦ୍ଯାପିତ : ଯୋଗଦେଲେ ଆଇଜି ହିମାଂଶୁ ଲାଲ
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶ୍ରୀ ଦାଦିଜୀ ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ ସ୍ଥାନୀୟ ପିପଲପଦର ଠାରେ ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପୋଲିସ ଆଇଜି ହିମାଂଶୁ ଲାଲ, ସମ୍ମାନିତ ଅତିଥି!-->…
Read More...
Read More...