ଟିଟିଲାଗଡ଼ର ଜଗନ୍ନାଥ ମନ୍ଦିର ନିକଟ କପଡ଼ା ଦୋକାନ ନିକଟରେ ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ବୁଧୁବାର ଅପରାହ୍ନ ସମୟରେ ଜଣେ ଅଚିହ୍ନା ବ୍ୟକ୍ତି ଜଗନ୍ନାଥ ମନ୍ଦିର ନିକଟରେ ଥିବା ଏକ କପଡ଼ା ଦୋକାନ ନିକଟରେ ପଡିଥିବା ଦେଖି ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସକୁ ଖବର ଦେବା ପରେ ଉକ୍ତ ବ୍ୟକ୍ତିଙ୍କୁ ଟିଟିଲାଗଡ଼ ସରକାରୀ ଡାକ୍ତରଖାନାକୁ ନେଇଥିଲେ ।!-->…
Read More...
Read More...