Browsing Tag

titilagarh news

ଟିଟିଲାଗଡ ଧବଳେଶ୍ୱର ମନ୍ଦିରକୁ ପର୍ଯ୍ୟଟନ ବିଭାଗର ଅଧିକାରୀଙ୍କ ଗସ୍ତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ଉପଖଣ୍ଡରେ ଅବସ୍ଥିତ ପୁରାତନ କୀର୍ତ୍ତିରାଜି ଓ ପର୍ଯ୍ୟଟନସ୍ଥଳୀ କୁମୁଡା ପାହାଡ, ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵର ମନ୍ଦିର ଭିତ୍ତିଭୂମିର ଉନ୍ନତିକରଣ ତଥା ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ନିମନ୍ତେ ପର୍ଯ୍ୟଟନ ବିଭାଗ ତରଫରୁ ଏକ ବିଶେଷଜ୍ଞ ଦଳ
Read More...

ଟିଟିଲାଗଡ ସାହିତ୍ୟ ସଂସ୍କୃତି ପକ୍ଷରୁ ସ୍ୱାଭାବକବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ସହରର ଅଗ୍ରଣୀ ସାରସ୍ୱତ ଅନୁଷ୍ଠାନ ସାହିତ୍ୟ ସଂସ୍କୁତି ପକ୍ଷରୁ ସ୍ଵଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ସକାଳେ ଗଙ୍ଗାଧରଙ୍କ ପ୍ରତି ମୂର୍ତ୍ତିରେ ମାଲ୍ୟର୍ପଣ ଓ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା । ସନ୍ଧ୍ୟାରେ ଅନୁଷ୍ଠାନର ସଭାପତି
Read More...

ଟିଟିଲାଗଡ଼ରେ ୮୫ତମ ସ୍ୱାୟତ୍ତ ଶାସନ ଦିବସ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଜି ଟିଟିଲାଗଡ଼ ପୌରପରିଷଦ ତରଫରୁ ୮୫ତମ ସ୍ୱାୟତ୍ତ ଶାସନ ଦିବସ ସ୍ଥାନୀୟ ରାଜକନୱାର ପାର୍କ ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ଜାତୀୟ ପତାକା ଉତ୍ତୋଳନ ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ
Read More...

ଟିଟିଲାଗଡ଼ ନିକଟସ୍ଥ କୁମ୍ଭେପଡା ଗ୍ରାମ ନିକଟରୁ ୩ଟି ବାଇକ ସହ ଶାବଳ ଜବତ କରିଛି ଟିଟିଲାଗଡ଼ ପୋଲିସ

ଟିଟିଲାଗଡ, (ସଞ୍ଜୟ ନାୟକ) : ବୁଧବାର ଦିନ ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ କୁମ୍ଭେପଡା ଗ୍ରାମକୁ ୩ଟି ବାଇକ ଯୋଗେ କିଛି ଦୁର୍ବୃତ୍ତମାନେ ଆସି ଗ୍ରାମଠାରୁ ୧୦୦ ମିଟର ଦୂରରେ ଥିବା ଦେଉଳକୁ ଭାଙ୍ଗୁ ଥିବା ଖବର ଗ୍ରାମବାସୀ ଜାଣିପାରି ସେ ସ୍ଥାନକୁ ଦୌଡ଼ି ଯାଇଥିଲେ । ଫଳରେ
Read More...

ଟିଟିଲାଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷାବନ୍ଧନ କାର୍ୟ୍ୟକ୍ରମ ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ବୁଧବାର ଦିନ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ରକ୍ଷାବନ୍ଧନ ଓ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଆଚାର୍ୟ୍ୟ ଶ୍ୟାମସୁନ୍ଦର ମହାପାତ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ସୁଶ୍ରୀ ରଞ୍ଜିତା ମିଶ୍ର
Read More...

ଟିଟିଲାଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଆଜି ସ୍ଥାନୀୟ ଟିଟିଲାଗଡ଼ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ଶ୍ୟାମ ସୁନ୍ଦର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପରେ ଉମାକାନ୍ତ
Read More...

ଦିଲ୍ଲୀଠାରେ ଆୟୋଜିତ ଆକାର ଏକ୍ସସିଲେନ୍ସି ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡ଼ର ନିଲମ କେଟରର

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଦିନକୁ ଦିନ ଲୋକ ଯେତେ ଆଧୁନିକ ହେଉଛନ୍ତି ସେହିପରି ରୀତିନୀତି ଅନୁସାରେ ନିଜର ପର୍ବ ପର୍ବାଣୀ, ବିବାହ, ବ୍ରତ, ଜନ୍ମଦିନ, ବିବାହ ବାର୍ଷିକୀ ପାଳନ ପାଇଁ ନିଜେ ସମୟ ଦେଇ ନ ପାରିବା ଯୋଗୁଁ କାର୍ଯ୍ୟ ତଥା ଆୟୋଜନ କରିବାରେ ହଇରାଣ ହରକତ ହେଉଥିଲେ । ପ୍ରଥମେ
Read More...

ଟିଟିଲାଗଡ ପୌର ପରିଷଦର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଦୁଇ ମନ୍ତ୍ରୀ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ପୌର ପରିଷଦ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଉନ୍ନୟନମୂଳକ କାର୍ଯ୍ୟ ସମ୍ପନ୍ନ ହୋଇଥିବା ତଥା ଆଗାମୀ ଦିନରେ ହେବାକୁ ଥିବା ନୂତନ କାର୍ଯ୍ୟ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଟିଟିଲାଗଡ଼ର ପୌର
Read More...

ଟିଟିଲାଗଡକୁ ଜିଲ୍ଲା ମାନ୍ୟତା ଦାବୀରେ ବୈଠକ ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ସମୟରେ ୧୩ରୁ ୩୦ ଜିଲ୍ଲା ଘୋଷଣା କରିଥିଲେ । ସେତେବେଳଠାରୁ ଟିଟିଲାଗଡକୁ ୩୧ ନମ୍ବର ଜିଲ୍ଲା ମାନ୍ୟତା ଦାବୀରେ ଆଜିକୁ ଦୀର୍ଘ ୩୦ ବର୍ଷ ହେଲା ଆନ୍ଦୋଳନ ଜାରି ରହିବା ସତ୍ତ୍ୱେ କାହିଁକି ଜିଲ୍ଲା ଘୋଷଣା ହେଉ ନାହିଁ ବୋଲି ଲୋକେ
Read More...

ଟିଟିଲାଗଡ ଲାୟନ୍ସ କ୍ଲବ ତରଫରୁ ସ୍ଥାନୀୟ ଓମ୍‌ ଭ୍ୟାଲି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ଲାୟନ୍ସ କ୍ଲବ ତରଫରୁ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଦିନ କ୍ଲବ ସଭାପତି ସନ୍ତୋଷ ମହାନ୍ତିଙ୍କ ସଭାପତିତ୍ୱରେ ଟିଟିଲାଗଡ ନିକଟସ୍ଥ ଚାଂହାରଭଟାଠାରେ ଥିବା ଓମ୍‌
Read More...