ଭାଟିପଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ଅନୁଷ୍ଠିତ
ଟିଟିଲାଗଡ଼, (କେପିଏନ୍ଏସ୍) : ଟିଟିଲାଗଡ଼ ସହରର ଅନତି ଦୂରରେ ଥିବା ଭାଟିପଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ପୁସ୍ତକକୁ ନେଇ ପ୍ରତିଯୋଗିତା ହୋଇଥିଲା । ଏଥିରେ କୃତି ଛାତ୍ରଛାତ୍ରୀମାନଙ୍କୁ!-->…
Read More...
Read More...