Browsing Tag

titilagarh news

ଫପସି ଭିଆଇପି ଛକରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ବଲାଙ୍ଗିର ଜିଲ୍ଲା ଦେଇ ଅନେକ ସମୟରେ ଗଞ୍ଜେଇ ଚୋରାଚାଲାଣ କରାଯାଉଛି । ବୌଦ୍ଧ, ଫୁଲବାଣୀ ଓ କଳାହାଣ୍ଡି ଜିଲ୍ଲାରୁ ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ, ତୁଷୁରା ଓ ବଲାଙ୍ଗିର ସହର ଦେଇ ବାହାର ରାଜ୍ୟକୁ ବିପୁଳ ପରିମାଣରେ ଗଞ୍ଜେଇ ଚୋରାଚାଲାଣ କରାଯାଉଛି ।
Read More...

ଅଦିନିଆ ଝଡ ହେଲା କାଳ : ବିଦ୍ୟୁତ୍‌ ଆଘାତରେ ଚାଲିଗଲା ୧୨ ବର୍ଷର ବାଳକଙ୍କ ଜୀବନ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଗତ ରାତିରେ ହୋଇଥିଲା ଝଡ ବର୍ଷା ଆଉ ଝଡ଼ ବର୍ଷାରେ ଛିଣ୍ଡି ପଡିଥିଲା ବିଦ୍ୟୁତ୍‌ ତାର । ସେହି ଛିଣ୍ଡା ବିଦ୍ୟୁତ୍‌ ତାର ପାଇଁ ଜଣେ ୧୨ ବର୍ଷର ବାଳକ ଶକ୍ତି ସୁନାଙ୍କ ଚାଲିଯାଇଛି ଜୀବନ । ଘଟଣାଟି ଘଟିଛି ଟିଟିଲାଗଡ଼ ଥାନା ଅନ୍ତର୍ଗତ ମୁରିବାହାଲ ବ୍ଲକ
Read More...

ଟିଟିଲାଗଡ଼ ସହରରେ ମଙ୍ଗଳବାର ଦିନ ୯ ଘଣ୍ଟା ବିଦ୍ୟୁତ ଯିବା ଯୋଗୁଁ ଲୋକେ ଅତିଷ୍ଟ : ଗ୍ରୀଡ ସ୍ଥାପନ ଦାବୀ କଲା ବିଜେପି

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ସହର ସାରା ରାଜ୍ୟରେ ଉତ୍ତପ୍ତ ସହର ରୂପେ ପରିଚିତ । ଗ୍ରୀଷ୍ମ ଋତୁ ଆସିବା ପୂର୍ବରୁ ଟିଟିଲାଗଡ଼ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ କିଭଳି ସହରବାସୀଙ୍କୁ ସମସ୍ତ ସେବା ଯୋଗାଇ ଦିଆଯିବ ସେଥିପାଇଁ ସମସ୍ତ ବିଭାଗକୁ ନିର୍ଦ୍ଦେଶ
Read More...

ଜିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘ ତରଫରୁ ବିଭିନ୍ନ ସମସ୍ୟାକୁ ନେଇ ଉପଜିଲ୍ଲାପାଳଙ୍କ ଜରିଆରେ ଦାବୀପତ୍ର ପ୍ରଦାନ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଜିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘ ତରଫରୁ ଲାଗି ରହିଥିବା କିଛି ସମସ୍ୟାର ସମାଧାନ ନିମନ୍ତେ ସ୍ଥାନୀୟ ଆଦିବାସୀ ଭବନଠାରୁ ଏକ ଶୋଭାଯାତ୍ରାରେ ବାହାରି ଉପଜିଲ୍ଲାପାଳଙ୍କ ଜରିଆରେ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ଦାବୀଗୁଡ଼ିକ ହେଲା ୧- ଟିଟିଲାଗଡ ତଥା
Read More...

ଗ୍ରାଫାଇଟ ଇଣ୍ଡିଆ ଲିମିଟେଡ କମ୍ପାନୀର ଫିନିସିଂ ଏଚ୍‌ଓଡି ଯୁକ୍ତେଶ୍ୱର ମହାପାତ୍ରଙ୍କୁ ଆକ୍ରମଣ ଘଟଣାରେ ୩ ଜଣଙ୍କୁ ଗିରଫ…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ନିକଟସ୍ଥ ତୁରଲା ଗ୍ରାମରେ ଅବସ୍ଥିତ ଥିବା ଗ୍ରାଫାଇଟ ଇଣ୍ଡିଆ ଲିମିଟେଡ କମ୍ପାନୀର ଫିନିସିଂ ଏଚ୍‌ଓଡି ଯୁକ୍ତେଶ୍ଵର ମହାପାତ୍ରଙ୍କୁ ଗତ ୨୫ ତାରିଖ ଗୁରୁବାର ଅପରାହ୍ନ ୨ଟା ସମୟରେ କଲୋନୀରୁ ଫେକ୍ଟ୍ରିକୁ ଯାଉଥିବା ବେଳେ ୩ ଜଣ ଯୁବକ ଆକ୍ରମଣ
Read More...

ଦୈବୀ ଦୁର୍ଘଟଣାକୁ ନେଇ ବିଜେପି ହୀନ ରାଜନୀତି ନକରୁ : ସାମ୍ବାଦିକ ସମ୍ମିଳନୀରେ ଆଦିବାସୀ ସଙ୍ଘର ଚେତାବନୀ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଦୈବୀ ଦୁର୍ଘଟଣାକୁ ନେଇ ବିଜେପି ହୀନ ରାଜନୀତି ନକରୁ ବୋଲି ସାମ୍ବାଦିକ ସମ୍ମିଳନୀରେ ଆଦିବାସୀ ସଙ୍ଘ ପକ୍ଷରୁ ଚେତାବନୀ ଦିଆଯାଇଛି । ସଂଘ ପକ୍ଷରୁ କୁହାଯାଇଛି ଯେ, କିଛି ଦିନ ତଳେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କ
Read More...

ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପବିତ୍ର ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଗକୁ ଆସୁଛି ପବିତ୍ର ରଥଯାତ୍ରା । ଏଥିପାଇଁ ଟିଟିଲାଗଡ଼ରେ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା - ୨୦୨୩ ଉତ୍ସାହ, ଶାନ୍ତି, ଶୃଙ୍ଖଳାର ସହିତ କିପରି ପାଳନ କରାଯିବ ସେ ନିମନ୍ତେ ଶୁକ୍ରବାର ସନ୍ଧ୍ୟାରେ ଉପଜିଲ୍ଲାପାଳ ଦୟାମୟ ପାଢୀଙ୍କ
Read More...

ସିନିଅର୍‌ ସିଟିଜେନ୍‌ ଏସୋସିଏସନ୍‌ ଟିଟିଲାଗଡର ସାଧାରଣ ସଭା

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ସ୍ଥାନୀୟ ଅଗ୍ରଣୀ ଅନୁଷ୍ଠାନ ସିନିଅର୍‌ ସିଟିଜେନ୍‌ ଏସୋସିଏସନ୍‌ ଟିଟିଲାଗଡ ପକ୍ଷରୁ ଏକ ସାଧାରଣ ସଭା ଜଲାରାମ ଲଜର କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସଭାପତି ଡ.ଘନଶ୍ୟାମ ଜୈନ ଅଧ୍ୟକ୍ଷତା କରିଥିବା ବେଳେ ସଂପାଦକ ଭିକାରୀ ଚରଣ ମିଶ୍ର ଓ
Read More...

ଟିଟିଲାଗଡ଼ରେ ୨୩ତମ ଶୀତଳଷଷ୍ଠୀ ଉତ୍ସବ ସମ୍ପନ୍ନ

ଦେବ ଦମ୍ପତିଙ୍କ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡ଼ରେ ୨୩ତମ ଶୀତଳଷଷ୍ଠୀ ମହୋତ୍ସବ କମିଟିର ଆବାହକ ତଥା ପୂର୍ବତନ ନଗରପାଳ ଶୁଭ୍ରାଂଶୁ ଦାସଙ୍କ ସଭାପତିତ୍ୱରେ ହାଟପଦାପଡ଼ା ଭାଗବତ ମନ୍ଦିର ସ୍ଥିତ ବିବାହ
Read More...

ଗ୍ରାଫାଇଟ ଇଣ୍ଡିଆ ଲିମିଟେଡ କମ୍ପାନୀର ଫିନିସିଂ ଏଚ୍‌ଓଡି ଯୁକ୍ତେଶ୍ୱର୍ ମହାପାତ୍ରଙ୍କୁ ଆକ୍ରମଣ ଅଭିଯୋଗ : କାରଣ…

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ନିକଟସ୍ଥ ତୁର୍ଲା ଗ୍ରାମରେ ଅବସ୍ଥିତ ଥିବା ଗ୍ରାଫାଇଟ ଇଣ୍ଡିଆ ଲିମିଟେଡ କମ୍ପାନୀର ଫିନିସିଂ ଏଚ୍‌ଓଡି ଯୁକ୍ତେଶ୍ଵର ମହାପାତ୍ରଙ୍କୁ ତିନି ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ତେବେ କେଉଁ କାରଣରୁ ଆକ୍ରମଣ କରାଯାଇଛି ତାହା
Read More...