ଆସନ୍ତୁ ଜାଣିବା ଆଜିର ପାଖାପାଖି ପନିପରିବା ଦର
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ସହରରେ ଆଜିର ପନିପରିବା ଦର କିଲୋ ପିଛା ପାଖାପାଖି ଯାହା ରହିଛି, ସେ ସଂପର୍କରେ ଜାଣିବା ଆସନ୍ତୁ । ସଜନା ଛୁଇଁ (ମୁନ୍ଗା) – ୫୦ ଟଙ୍କା, ଅଦା – ୬୦ ଟଙ୍କା, ରଷୁଣ – ୧୨୦ ଟଙ୍କା, ଟମାଟର୍ – ୧୦ ଟଙ୍କା, ଭେଣ୍ଡି -୬୦ ଟଙ୍କା, ବିମ୍ – ୬୦ ଟଙ୍କା,!-->…
Read More...
Read More...