Browsing Tag

tokio news

ପାରାଲିମ୍ପିକ୍ସ ହାଇ ଜମ୍ପରେ ରୌପ୍ୟ ଆଣିଲେ ପ୍ରବୀଣ କୁମାର

ଟୋକିଓ : ପାରାଲିମ୍ପିକ୍ସ ପୁରୁଷ ହାଇଜମ୍ପ ଏଫ୍‌ ୬୪ ବର୍ଗରେ ରୌପ୍ୟ ପଦକ ଜିତିଛନ୍ତି ପ୍ରବୀଣ କୁମାର । ୧୮ ବର୍ଷୀୟ ପ୍ରବୀଣ ୨.୦୭ ମିଟର ଡେଇଁଥିଲେ । ଏଥିସହ ନୂଆ ଏସିଆନ୍ ରେକର୍ଡ କରିଛନ୍ତି ପ୍ରବୀଣ । ଏହି ସଫଳତା ପରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ଏଥିସହ ଟୋକିଓ
Read More...

ଟୋକିଓ ପାରାଲିମ୍ପିକ୍ସ ସୁଟିଂରେ ସୁଟର ଅବନୀ ଲେଖରା ଜିତିଲେ ସ୍ୱର୍ଣ୍ଣ

ଟୋକିଓ : ଟୋକିଓ ପାରାଲିମ୍ପିକ୍ସ ସୁଟିଂରେ ସୁଟର ଅବନୀ ଲେଖରା ଜିତିଛନ୍ତି ସ୍ୱର୍ଣ୍ଣ । ସେ ୧୦ ମିଟର ଏୟାର ରାଇଫଲରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ମୋଟ୍ ୨୪୯.୬ ପଏଣ୍ଟ ହାସଲ କରିଛନ୍ତି । ଯାହାକି ପାରାଲିମ୍ପିକ୍ସରେ ଏକ ରେକର୍ଡ । ଏଥିସହ ଓ୍ୱାଲର୍ଡ ରେକର୍ଡ ସମକକ୍ଷ ବି ହୋଇଛନ୍ତି ଅବନୀ
Read More...

ଭାରତର ଯୋଗେଶ କଥୁନିଆ ପାରାଲିମ୍ପିକ୍ସ ଡିସକସ୍ ଥ୍ରୋରେ ରୌପ୍ୟ ଜିତିଲେ

ଟୋକିଓ : ଭାରତର ଯୋଗେଶ କଥୁନିଆ ପାରାଲିମ୍ପିକ୍ସ ଡିସକସ୍ ଥ୍ରୋରେ ରୌପ୍ୟ ଜିତିଛନ୍ତି । ଏଫ୍‌୫୬ କାଟାଗୋରୀରରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି । ଯୋଗେଶ ମୋଟ୍ ୪୪.୩୮ମିଟର ଥ୍ରୋ କରିଥିଲେ । ଯୋଗେଶଙ୍କ ସଫଳତାରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Read More...

ଟୋକିଓ ଅଲିମ୍ପିକ୍ସରେ ଗ୍ରେଟ୍ ବ୍ରିଟେନ୍‌ଠାରୁ ୪-୩ ଗୋଲରେ ପରାସ୍ତ ହେଲା ଭାରତ

ଟୋକିଓ : ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଲଢ଼େଇରେ ଗ୍ରେଟ୍ ବ୍ରିଟେନ୍‌ଠାରୁ ହାରିଯାଇଛି ଭରତୀୟ ମହିଳା ହକି ଦଳ । ୪-୩ ଗୋଲ୍‌ରେ ମ୍ୟାଚ୍ ଜିତି ବ୍ରୋଞ୍ଜ ପଦକ ହାତେଇ ନେଇଛି ଗ୍ରେଟ୍ ବ୍ରିଟେନ୍‌ । ଏହା ସହିତ ଅଲିମ୍ପିକ୍ସରେ ପ୍ରଥମ ପଦକ ଜିତିବାର ଇତିହାସ ରଚିବାରେ ବିଫଳ ହୋଇଛି ଭରତୀୟ
Read More...

ଟୋକିଓ ଅଲିମ୍ପିକ୍ସରେ କ୍ୱାର୍ଟରରେ ଅଷ୍ଟ୍ରେଲିଆକୁ ହରାଇ ଭାରତୀୟ ମହିଳା ହକି ଟିମ୍‌ ସେମି ଫାଇନାଲକୁ ପ୍ରବେଶ କଲା

ଟୋକିଓ : ଟୋକିଓ ଅଲିମ୍ପିକ୍ସରେ କ୍ୱାର୍ଟରରେ ଅଷ୍ଟ୍ରେଲିଆକୁ ହରାଇ ଭାରତୀୟ ମହିଳା ହକି ଟିମ୍‌ ସେମି ଫାଇନାଲକୁ ପ୍ରବେଶ କରିଛି । ୧-୦ରେ ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲର ପ୍ରବେଶ କରିଛି ଭାରତୀୟ ମହିଳା ହକି ଦଳ । ତେବେ ଭାରତ ଇତିହାସରେ ପ୍ରଥମ ଥର ପାଇଁ ଭାରତୀୟ ମହିଳା ହକି ଟିମ
Read More...

ଟୋକିଓ ଅଲିମ୍ପିକ୍ସରେ ମହିଳା ବ୍ୟାଡ଼ମିଣ୍ଟନ ସିଙ୍ଗଲ୍ସରେ ପିଭି ସିନ୍ଧୁ ଜିତିଲେ ବ୍ରୋଞ୍ଜ ପଦକ

ଟୋକିଓ : ଟୋକିଓ ଅଲିମ୍ପିକ୍ସରେ ମହିଳା ବ୍ୟାଡ଼ମିଣ୍ଟନ ସିଙ୍ଗଲ୍ସରେ ପିଭି ସିନ୍ଧୁ ଜିତିଛନ୍ତି ବ୍ରୋଞ୍ଜ ପଦକ । ତେବେ ପିଭି ସିନ୍ଧୁ ମହିଳା ବ୍ୟାଡ଼ମିଣ୍ଟନ ସିଙ୍ଗଲ୍ସରେ ଚୀନ୍ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହରାଇଛନ୍ତି । ହେ ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨-୦ ସେଟ୍‌ରେ ହରାଇ ଟୋକିଓ ଅଲିମ୍ପିକ୍ସରେ
Read More...

ଟୋକିଓ ଅଲିମ୍ପିକ୍ସରେ ୧୦୦ ମିଟର ଦୌଡରେ ସପ୍ତମ ସ୍ଥାନରେ ରହିଲେ ଦୂତି

ଟୋକିଓ : ଟୋକିଓ ଅଲିମ୍ପିକ୍ସରେ ୧୦୦ ମିଟର ଦୌଡରେ ସପ୍ତମ ସ୍ଥାନରେ ରହିଛନ୍ତି ଓଡ଼ିଶା ଧାବିକା ଦୂତି ଚାନ୍ଦ । ୧୧.୫୪ ସେକେଣ୍ଡ ନେଇ ସପ୍ତମ ସ୍ଥାନରେ ରହିଛନ୍ତି ଦୂତୀ ଚାନ୍ଦ । ଫଳରେ ତାଙ୍କ ୨ୟ ରାଉଣ୍ଡକୁ ଯିବାର ଆଶା ବିଫଳ ହୋଇଥିବା ବେଳେ ପ୍ରଥମ ସ୍ଥାନରେ ଜାମାଇକାର ଏସ. ଫ୍ରେସର ରହିଛନ୍ତି
Read More...

ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ଷ୍ଟାର ବକ୍ସର ମେରିକମ୍ ପରାଜିତ

ଟୋକିଓ : ଭାରତୀୟ ଷ୍ଟାର ବକ୍ସର ମେରିକମ୍ ପରାଜିତ ହୋଇଥିବା ଜଣାପଡିଛି । ପ୍ରି କ୍ୱାଟର ଫାଇନାଲରେ ମେରିକମଙ୍କୁ କଲମ୍ବିଆର ଇନଗ୍ରୀଟ ଭାଲେନସିୟା ୨-୩ ରେ ପରାଜିତ କରିଛନ୍ତି । ଏହା ମେରିକମଙ୍କ କ୍ୟାରିଅରର ଶେଷ ଅଲମ୍ପିକ ଥିଲା ।
Read More...

ଟୋକିଓ ଅଲିମ୍ପିକ୍ସରେ ପ୍ରଥମ ମ୍ୟାଚ୍ ଜିତିଲେ ପି. ଭି.ସିନ୍ଧୁ

ଟୋକିଓ : ଟୋକିଓ ଅଲିମ୍ପିକ୍ସରେ ପ୍ରଥମ ମ୍ୟାଚ୍ ଜିତିଲେ ଭାରତୀୟ ସଟଲର ପି. ଭି.ସିନ୍ଧୁ । ତେବେ ପି. ଭି.ସିନ୍ଧୁ ଗ୍ରୁପ-ଜିର ପ୍ରଥମ ମୁକାବିଲାକୁ ଜିତି ନେଇଛନ୍ତି । ଇସ୍ରାଏଲର ସୋନିଆ ପୋଲିକାରପୋଓ୍ୱାଙ୍କୁ ୨୧-୭, ୨୧-୧୦ ସେଟରେ ହରାଇଛନ୍ତି । ମାତ୍ର ୨୯ ମିନିଟ ଲଢ଼େଇ ବାଜି ମାରିଛନ୍ତି ପି.
Read More...

ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍‌ ନ୍ୟୁଜିଲାଣ୍ଡକୁ ହରାଇଲା ୩-୨ରେ

ଟୋକିଓ : ଦ୍ୱିତୀୟ ଦିନରୁ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତୀୟ ପୁରୁଷ ହକି ଦଳ । ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍‌ ନ୍ୟୁଜିଲାଣ୍ଡକୁ ୩-୨ ଗୋଲରେ ହରାଇଛି । ଦଳ ପକ୍ଷରୁ ହରମନପ୍ରୀତ ସିଂ ଦୁଇଟି ଗୋଲ ଦେଇଥିବା ବେଳେ ଗୋଟିଏ ସମୟରେ ଭାରତ ୩-୧ରେ ଆଗୁଆ ଥିଲା । ତେବେ ତୃତୀୟ
Read More...