୫ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ୍ ବାତିଲ
ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଦେଶରେ ତଥା ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ଓ ଆବଶ୍ୟକ ପରିମାଣରେ ଯାତ୍ରୀ ନହେବାରୁ ପୂର୍ବତଟ ରେଳ ପରିସୀମା ମଧ୍ୟରୁ ବିଭିନ୍ନ ସ୍ଥାନକୁ ଯାତ୍ରା କରୁଥିବା ପାଞ୍ଚଟି ସ୍ୱତନ୍ତ୍ର ଟ୍ରେନ୍ ସେବାକୁ ବାତିଲ କରିବା ନେଇ ନିଷ୍ପତ୍ତି ନିଆଯାଇଛି ।!-->…
Read More...
Read More...