ଝରଣୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ
ତୁରେକେଲା, (ପିତାମ୍ବର ଦୀପ) : ତୁରେକେଲା ବ୍ଲକ ଝରଣୀ ପ୍ରାଥମିକ ବିଦ୍ୟାଳୟରେ ସୋମବାର ୯୯ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍ବୋଧନ ଦେଇ ଥିଲେ । ସମ୍ମାନିତ ଅତିଥି ରୂପେ ପୂର୍ବତନ!-->…
Read More...
Read More...