Browsing Tag

turekela news

ପଖନମୁଣ୍ଡା ବିଦ୍ୟାଳୟରେ ବିଶ୍ୱ କର୍କଟ ଦିବସ ପାଳିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ତା.୦୪/୦୨/୨୩ରିଖ ମାନ୍ଦଲା କ୍ଲଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ କର୍କଟ ଦିବସ ପାଳିତ ହୋଇଯାଇଛି । ଜୁନିୟର ରେଡକ୍ରସ୍‌ ପରାମର୍ଶଦାତା ତଥା ପ୍ରଧାନ ଶିକ୍ଷକ ବିରଂଚି ନାରାୟଣ ଦାଶଙ୍କ
Read More...

ପ୍ରହରୀ ମଣ୍ଡପର କୁମ୍ଭ ସ୍ଥାପିତ

ତୁରେକେଲା, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକ ସମରସିଂ ଗାଁରେ ପ୍ରହରୀ ମଣ୍ଡପର କୁମ୍ଭ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବହୁ ଭକ୍ତଙ୍କ ସମାଗମ ହୋଇଥିଲା । ହୁଳହୁଳି ହରିବୋଳ ଶବ୍ଦରେ ପ୍ରକମ୍ପିତ ହୋଇଥିଲା । ଭଜନ କୀର୍ତ୍ତନ ସାଙ୍ଗକୁ ହୋମଯଜ୍ଞରେ ଆହୁତି
Read More...

ମାଲବାହୀ ଟ୍ରକ ଓଲଟି ଯାତାୟାତ ବାଧାପ୍ରାପ୍ତ

ତୁରେକେଲା, (କୈଳାସ ସଗ୍ରିଆ) : ତୁରେକେଲା ବ୍ଲକ ମହୁଲବାହାଲି ଛକଠାରେ ମାଲବାହୀ ଟ୍ରକ୍‌ ଓଲଟିପଡିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ଜଣାପଡିଛି । ଟ୍ରକ୍‌ ଛତିଶଗଡ ରାୟପୁରରୁ ମାଲବୋଝେଇ କରି କଣ୍ଟାବାଞ୍ଜି ଆସୁଥିଲା । ମହୁଲବାହାଲି ଛକଠାରେ ଭାରସାମ୍ୟ ହରାଇ ଟ୍ରକ୍‌ଟି ଓଲଟି ପଡିଥିଲା ।
Read More...

ଅଗ୍ନିବିପନ୍ନଙ୍କୁ ସହାୟତା

ତୁରେକେଲା, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ କର୍ଲାବାହାଲି ଗାଁରେ ରବିବାର ଅଗ୍ନିକାଣ୍ଡ ଘଟି ମୋହନ ତାଣ୍ଡି ଓ ତାଙ୍କ ଭାଇଙ୍କ ୯ ବଖରା ଘର ଜଳିଯାଇଥିଲା । ଖବର ପାଇ ସୋମବାର ଏଲ୍‌ଡିଏର କର୍ମକର୍ତ୍ତା ଗାଁରେ ପହଞ୍ଚି ଅଗ୍ନିବପନ୍ନଙ୍କୁ ସହାୟତା ଦେଇଛନ୍ତି । ଲବ ସୁନାଙ୍କ ନେତୃତ୍ୱରେ
Read More...

ଜଳିଗଲା ୯ ବଖରା ଘର

ତୁରେକେଲା, (କୈଳାସ ସଗ୍ରିଆ) : ତୁରେକେଲା ବ୍ଲକ ହିଆଁଲ ପଞ୍ଚାୟତ କର୍ଲାବାହାଲ ଗାଁରେ ରବିବାର ସକାଳେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ, ଗାଁର ଲଳିତ ମୋହନ ତାଣ୍ଡି, ଭକ୍ତି ତାଣ୍ଡି, ବିଜୟ ବେହେରାଙ୍କ ଘରେ ସକାଳ ସାଢେ ୭ଟାରେ ନିଆଁ ଲାଗି ଯାଇଥିଲା । ଖବର ପାଇ ଦମକଳ
Read More...

ତୁରେକେଲା କ୍ଲଷ୍ଟରରେ ଟିଏଲ୍‌ଏମ୍‌ ମେଳା ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା କ୍ଲଷ୍ଟର ଅଧିନସ୍ଥ ବିଦ୍ୟାଳୟମାନଙ୍କରେ ଶିକ୍ଷଣ ସହାୟକ ସାମଗ୍ରୀ ପ୍ରସ୍ତୁତ କରାଯାଇଛି । କ୍ଲଷ୍ଟର ସଂଯୋଜକ ବିରଂଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ କ୍ଲଷ୍ଟରର ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,
Read More...

ପଖନମୁଣ୍ଡାରେ ଭୋଟଦାନ ଆମ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ କମେଇମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାନ୍ଦଲା କ୍ଲଷ୍ଟର ଅଧିନସ୍ଥ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୩ତମ ଭୋଟର ଦିବସ ଅବସରରେ ଭୋଟଦାନ ଆମ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର
Read More...

ପଖନମୁଣ୍ଡା ବିଦ୍ୟାଳୟରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଆଜି ମାନ୍ଦଲା କ୍ଲଷ୍ଟର ଅଧିନସ୍ଥ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରଂଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ବିରଞ୍ଚି ଦାଶ ପାଇଲେ ଆନ୍ତର୍ଜାତିକ ଲାଇଫ୍‌ ସେଭର ଏୱାର୍ଡ

ତୁରେକେଲା, (କୈଳାସ ସଗ୍ରିଆ) : ଆଜି ଭାରତ ବର୍ଷରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଧୂମଧାମରେ ପାଳନ ହେଉଥିବା ଅବସରରେ ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଟ୍ରଷ୍ଟର ସଭାନେତ୍ରୀଙ୍କ ସଭାପତିତ୍ୱରେ ଡ.ଗୋବର୍ଦ୍ଧନ ସାହୁ ମୁଖ୍ୟ
Read More...

ଜୟ ଡ଼ଙ୍ଗର ବୁଢ଼ା କ୍ରିକେଟ କ୍ଲବ ତରଫରୁ ଫାଇନାଲ ମ୍ୟାଚ୍‌ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ବଡବାଙ୍କି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜାମକି ଗାଁ ଖେଳପଡିଆଠାରେ ମୁଖ୍ୟ ଅତିଥି ଭାବେ ଗିରିରାଜ ସିଂ ମାଝି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଆଶାଦୁଲ୍ଲା ଖାନ, ବିଜେଡି ସଭାପତି ତୁରେକେଲା ବ୍ଲକ, ଉତ୍ତର କୁମାର
Read More...