ବକବାହାଲ ବିଦ୍ୟାଳୟରେ ପୋଷାକ ବିତରଣ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ
ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଳକ୍ ଅନ୍ତର୍ଗତ ତୁରେକେଲା କ୍ଳଷ୍ଟରର ବକବାହାଲ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ କରିବା ସହିତ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ବିଦ୍ୟାଳୟରେ ଅଧ୍ୟୟନରତ!-->…
Read More...
Read More...