Browsing Tag

turekela news

ଉନ୍ନତିମୂଳକ କାମରେ ସମୀକ୍ଷା କଲେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ପଞ୍ଚାୟତ ସମିତି ସଭା ଗୃହରେ ଗତ ୨୨/୨ ଗୁରୁବାର ଦିନ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟରେ ସମୀକ୍ଷା କଲେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା । ଏଥିରେ ସମ୍ମାନିତ ଅତିଥି ଭାବେ ନପ୍ସ୧୧ ଜୋନ୍ ଜିଲ୍ଲା ପରିଷଦ କୌଶିକ
Read More...

ରାଜ୍ୟ ସରକାରଙ୍କ ତରଫରୁ ଜଗନ୍ନାଥ ପ୍ରେମୀ ଶ୍ରଦ୍ଧାଳୁଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯାତ୍ରା

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମପଞ୍ଚାୟତରୁ ପୁରୁଷ ମହିଳା ତୁରେକେଲା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଜମା ହୋଇଯାଇଛନ୍ତି । ଏହି ଜଗନ୍ନାଥ ପ୍ରେମୀ ଶ୍ରଦ୍ଧାଳୁମାନଙ୍କ ପାଇଁ ଖାଦ୍ୟ, ପାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସୁବିଧା
Read More...

ତୁରେକେଲା ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଭିନ୍ନକ୍ଷମ ଚିହ୍ନଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ସୋମବାର ଦିନ ଏଏଲ୍‌ଆଇଏମ୍‌ସିଓ ଭୁବନେଶ୍ୱର ତରଫରୁ ଭିନ୍ନକ୍ଷମ (ଦିବ୍ୟାଙ୍ଗ) ଚିହ୍ନଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରୋଗ୍ରାମ ଏସିଷ୍ଟେଣ୍ଡ ଆକାଶ ସେଲମା, ଏୟୁଡିଆଇଓ
Read More...

ତୁରେକେଲା ବ୍ଲକ ଅନ୍ତର୍ଗତ ଗ୍ରାମ୍ୟ ବ୍ୟାଙ୍କ ସମ୍ମୁଖରେ ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଗ୍ରାମ୍ୟ ବ୍ୟାଙ୍କ ସମ୍ମୁଖରେ ଆମ ଓଡିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଙ୍କର୍ଷଣ ବେହେରା ଯୋଗଦେଇ ସଚେତନ ସଭାରେ
Read More...

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ବିରୋଧ କଲା କୋଶଲ ସେନା

ତୁରେକେଲା, (କୈଳାସ ସଗ୍ରିଆ) : ତୁରେକେଲା ବ୍ଲକ ମହଖଣ୍ଡ ଗାଁରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିଥିବା ବେଳେ କୋଶଳ ସେନାର କର୍ମକର୍ତ୍ତା ହୋ-ହାଲ୍ଲା କରିବା ସହ ବେନର୍‌ ପୋଷ୍ଟର ଫାଡ଼ି ଦେଇଥିବା ଦେଖିବାକୁ ମିଳିଛି । କାର୍ଯ୍ୟକ୍ରମକୁ ବିରୋଧ କରି ଧସ୍ତାଧସ୍ତି ଲାଗି ରହିଥିବା
Read More...

ତୁରେକେଲା ବ୍ଲକ କୁଇବାହାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ କଲୋନୀପଡା ପଡିଆଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ…

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କୁଇବାହାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ କଲୋନୀପଡା ପଡିଆଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ଜନ ଶୁଣାଣି ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସରପଞ୍ଚ ଶ୍ରୀମତୀ ବିଲାଶ ପୁଟେଲଙ୍କ
Read More...

ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଗତ ଗୁରୁବାର ଦିନ କନ୍ଦେଇ ଗ୍ରାମପଞ୍ଚାୟତ ଖେଳପଡିଆ ପ୍ରାଙ୍ଗଣରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନୋଡାଲ ଅଫିସର ଭାବେ ଚାଉଳ ଯୋଗାଣ ଅଧିକାରୀ
Read More...

ବକବାହାଲ ବିଦ୍ୟାଳୟରେ ଫାଇଲେରିଆ ନିରାକରଣ ସଚେତନତା ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅଞ୍ଚଳରେ ଫାଇଲେରିଆ ରୋଗକୁ ସମୂଳେ ନାଶ କରିବାକୁ ସରକାରଙ୍କ ତରଫରୁ ଚଳିତ ମାସ ୧୦ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ଚାଲିଛି । ଏହି ପରିପ୍ରେକ୍ଷୀରେ ତୁରେକେଲା କ୍ଲଷ୍ଟର ଅନ୍ତର୍ଗତ ବକବାହାଲ
Read More...

ତୁରେକେଲାରେ ଆମ ଓଡ଼ିଶା ନବୀନ ଓଡ଼ିଶାର ପଞ୍ଚାୟତସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଝରଣୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ କମ୍ୟୁନିଷ୍ଟ କେନ୍ଦ୍ର ପାଖରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବିଡ଼ିଓ ଶଙ୍କର୍ଷଣ ବେହେରା
Read More...

ହିଆଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଉଚ୍ଚ ବିଦ୍ୟାଳୟ ଖେଳପଡିଆଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି…

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ହିଆଁଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଉଚ୍ଚ ବିଦ୍ୟାଳୟ ଖେଳପଡିଆଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପିଇଏ ଅଶୋକ କୁମାର
Read More...
error: Content is protected !!