ବିଜେଡିର ମାଗଣା ସ୍ୱାସ୍ଥ୍ୟ ଶିବିର
ତୁରେକେଲା, (କୈଳାଶ ସଗ୍ରିଆ) : କଣ୍ଟାବାଞ୍ଜି ହରିଭବନ ଠାରେ ବିଜେଡି ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୂର୍ବ କଣ୍ଟାବାଞ୍ଜି ବିଧାୟକ ଆୟୁବ୍ ଖାଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ଶତାଧିକ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଏହି!-->…
Read More...
Read More...