Browsing Tag

turekela news

ଜଳିଗଲା ୯ ବଖରା ଘର

ତୁରେକେଲା, (କୈଳାସ ସଗ୍ରିଆ) : ତୁରେକେଲା ବ୍ଲକ ହିଆଁଲ ପଞ୍ଚାୟତ କର୍ଲାବାହାଲ ଗାଁରେ ରବିବାର ସକାଳେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ, ଗାଁର ଲଳିତ ମୋହନ ତାଣ୍ଡି, ଭକ୍ତି ତାଣ୍ଡି, ବିଜୟ ବେହେରାଙ୍କ ଘରେ ସକାଳ ସାଢେ ୭ଟାରେ ନିଆଁ ଲାଗି ଯାଇଥିଲା । ଖବର ପାଇ ଦମକଳ
Read More...

ତୁରେକେଲା କ୍ଲଷ୍ଟରରେ ଟିଏଲ୍‌ଏମ୍‌ ମେଳା ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା କ୍ଲଷ୍ଟର ଅଧିନସ୍ଥ ବିଦ୍ୟାଳୟମାନଙ୍କରେ ଶିକ୍ଷଣ ସହାୟକ ସାମଗ୍ରୀ ପ୍ରସ୍ତୁତ କରାଯାଇଛି । କ୍ଲଷ୍ଟର ସଂଯୋଜକ ବିରଂଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ କ୍ଲଷ୍ଟରର ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,
Read More...

ପଖନମୁଣ୍ଡାରେ ଭୋଟଦାନ ଆମ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ କମେଇମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାନ୍ଦଲା କ୍ଲଷ୍ଟର ଅଧିନସ୍ଥ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୩ତମ ଭୋଟର ଦିବସ ଅବସରରେ ଭୋଟଦାନ ଆମ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର
Read More...

ପଖନମୁଣ୍ଡା ବିଦ୍ୟାଳୟରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଆଜି ମାନ୍ଦଲା କ୍ଲଷ୍ଟର ଅଧିନସ୍ଥ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରଂଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ବିରଞ୍ଚି ଦାଶ ପାଇଲେ ଆନ୍ତର୍ଜାତିକ ଲାଇଫ୍‌ ସେଭର ଏୱାର୍ଡ

ତୁରେକେଲା, (କୈଳାସ ସଗ୍ରିଆ) : ଆଜି ଭାରତ ବର୍ଷରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଧୂମଧାମରେ ପାଳନ ହେଉଥିବା ଅବସରରେ ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଟ୍ରଷ୍ଟର ସଭାନେତ୍ରୀଙ୍କ ସଭାପତିତ୍ୱରେ ଡ.ଗୋବର୍ଦ୍ଧନ ସାହୁ ମୁଖ୍ୟ
Read More...

ଜୟ ଡ଼ଙ୍ଗର ବୁଢ଼ା କ୍ରିକେଟ କ୍ଲବ ତରଫରୁ ଫାଇନାଲ ମ୍ୟାଚ୍‌ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ବଡବାଙ୍କି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜାମକି ଗାଁ ଖେଳପଡିଆଠାରେ ମୁଖ୍ୟ ଅତିଥି ଭାବେ ଗିରିରାଜ ସିଂ ମାଝି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଆଶାଦୁଲ୍ଲା ଖାନ, ବିଜେଡି ସଭାପତି ତୁରେକେଲା ବ୍ଲକ, ଉତ୍ତର କୁମାର
Read More...

ଚାଉଲସୁଖା ଗ୍ରାମରେ ଜିଲ୍ଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଚାଉଲସୁଖା ଗ୍ରାମରେ ଜିଲ୍ଲାସ୍ତରୀୟ ଫୁଟ୍‌ବଲ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଖେଳର ଫାଇନାଲ ଦିବସରେ ବିଜେଡି ପ୍ରାର୍ଥୀ ଗିରିରାଜ ସିଂ ମାଝୀ, ଚାଉଳସୁଖା ଗ୍ରାମ ପଞ୍ଚଯାତ ସମିତି ସଭ୍ୟ, ପୂର୍ବତନ
Read More...

ପଖନମୁଣ୍ଡାରେ ଶିକ୍ଷଣ ସହାୟକ ସାମଗ୍ରୀ ତିଆରି କାର୍ଯ୍ୟଶାଳା ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଦିବସୀୟ ଶିକ୍ଷଣ ସହାୟକ ସାମଗ୍ରୀ ତିଆରି କାର୍ଯ୍ୟଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ବିରଂଚି ନାରାୟଣ ଦାଶ ଶିକ୍ଷାକୁ
Read More...

ରାମୋଡ ହାଇସ୍କୁଲର ବାର୍ଷିକ କ୍ରୀଡା

ତୁରେକେଲା, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ରାମୋଡ ୟୁଜି ହାଇସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ଏବିଇଓ ଫକିର ଚରଣ ବିଶି ମୁଖ୍ୟଅତିଥି, ସିଆର୍‌ସିସି ଗୁରୁ
Read More...

ପଖନମୁଣ୍ଡା ବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ସଚେତନତା ସଭା

ତୁରେକେଲା, (କୈଳାସ ସଗ୍ରିଆ) : ସାରା ଦେଶରେ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ସପ୍ତାହର ଶେଷ ଦିବସରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା
Read More...