ଉପାନ୍ତ ଅଞ୍ଚଳ ବଡ଼ବାଙ୍କିରେ ଲାଖବିନ୍ଧା କାର୍ଯ୍ୟକ୍ରମ ଅନୁଷ୍ଠିତ
ତୁରେକେଲା, (କୈଲାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ବଡବାଙ୍କି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବଡବାଙ୍କିରେ ସାର୍ବଜନୀନ ଦୁର୍ଗାପୂଜା କମିଟି ତରଫରୁ ୩୯ତମ ମା' ଦୁର୍ଗାଙ୍କ ପୂଜା ଧୁମ୍ଧାମ୍ରେ ପାଳିତ ହୋଇଯାଇଛି । ପ୍ରତିଦିନ କମିଟି ତରଫରୁ ରଣାପଡାରୁ ଆସିଥିବା ଘୁମୁରା ପରିବେଷଣ!-->…
Read More...
Read More...