ବାଇକ୍ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ
ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ କୁଇବାହାଲ ଗାଁ ସୋରିପଡାର ଗଗନେଶ୍ୱର ମାଝି(୨୩) ନାମକ ଯୁବକ କଣ୍ଟାବାଞ୍ଜିରୁ ତୁରେକେଲା ଯାଉଥିବା ସମୟରେ ବାଇକ୍ ଦୁର୍ଘଟଣା ଘଟି ମୃତ୍ୟୁବରଣ କରିଥିବା ଜଣାପଡିଛି । ସ୍ଥାନୀୟ ଲୋକେ ଦୁର୍ଘଟଣାଟି ଦେଖି!-->…
Read More...
Read More...