Browsing Tag

tushura news

ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା ଆଧାରିତ ଶିକ୍ଷକ ତାଲିମ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା ବଲାଙ୍ଗିରର ମିଳିତ ଆନୁକୂଲ୍ୟରେ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ହାଇସ୍କୁଲ ଡାହିମାଲ ଠାରେ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା ଆଧାରିତ ଏକ ଦିବସୀୟ ଶିକ୍ଷକ ତାଲିମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ…
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ପଞ୍ଚମ ମାସିକ ବୈଠକ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ତୁଷୁରା ଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବିଇଓ ନମିତା ରାଣୀ ଭୋଇ…
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୬ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୬ ସରକାରୀ ଆଶ୍ରମ ବିଦ୍ୟାଳୟ ମହୀପୁର ଠାରେ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ଉପନଗରପାଳ…
Read More...

ଗାନ୍ଧୀଜୀଙ୍କ ଅହିଂସା ଓ ଶାସ୍ତ୍ରୀଜୀଙ୍କ କର୍ତ୍ତବ୍ୟବୋଧ ସମାଜକୁ ନବ ଦିଗନ୍ତ ଦେଖାଉ – ଡ. ହେମନ୍ତ କୁମାର ଦାଶ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଛାତ୍ରଛାତ୍ରୀଙ୍କୁ…
Read More...

ଗୁରୁ ଦିବସ ଅବସରରେ ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପବିତ୍ର ଗୁରୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଆଞ୍ଚଳିକ ସାଧନ ସଂଯୋଜକ…
Read More...

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ସମ୍ବାଦ ସାହିତ୍ୟ ଘର, ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୂଲ୍ୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ କଲେଜ ପରିସରରେ ମହାସମାରୋହରେ ସଭାପତି ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଂପାଦକ…
Read More...

ସମ୍ବାଦ ସାହିତ୍ୟ ଘର ଆନୁକୂଲ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଆନୁକୂଲ୍ୟରେ ପବିତ୍ର ରାକ୍ଷୀପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ସମ୍ଭବ କଲେଜ ଧାନଘରା ଠାରେ ସଭାପତି ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କଲେଜର ପ୍ରତିଷ୍ଠାତା…
Read More...

ଗୁଡଭେଲା ବ୍ଲକସ୍ତରୀୟ ଅନ୍ତର୍ନିବେଶି ଶିକ୍ଷା ଓ ଶ୍ରେଣୀ ପରିଚାଳନା ତାଲିମ ଶିବିର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକସ୍ତରୀୟ ଅନ୍ତର୍ନିବେଶି ଶିକ୍ଷା ଓ ଶ୍ରେଣୀ ପରିଚାଳନା ତାଲିମ ଶିବିର ଅଜୀମ ପ୍ରେମଜୀ ଫାଉଣ୍ଡେସନ ଓ "ରେଆର୍" ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ ତୁଷୁରା ଓ ଗୁଡଭେଲା ଠାରେ ଅନୁଷ୍ଠିତ ହୋଇଯାଇଛି । ତୁଷୁରା ଠାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ…
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ ଖର୍ଡା ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପର୍ଯ୍ୟବେକ୍ଷକ ଭାବେ ଗୁଡଭେଲା ବ୍ଲକ୍ ଡାଏଟ୍…
Read More...

ଗୁଡଭେଲା ବ୍ଲକ୍‌ସ୍ତରୀୟ ପାଚିକା ଓ ସହାୟିକାଙ୍କ ତାଲିମ ଶିବିର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସ୍ଥାନୀୟ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ଡାହିମାଲ ଠାରେ ବ୍ଲକ୍‌ସ୍ତରୀୟ ଏକ ଦିବସୀୟ ତାଲିମ ଶିବିର ଏବିଇଓ ବିପିନ ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ତାଲିମ୍ ଶିବିରରେ ସାଧନ କର୍ମୀ ଜଗମୋହନ ତ୍ରିପାଠୀ, ସୁଧାଂଶୁ ପୁଟା, ପ୍ରହ୍ଲାଦ…
Read More...