ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାରେ ୭୮ତମ ସ୍ୱାଧିନତା ଦିବସ ପାଳିତ
ତୁଷୁରା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାର ଗୁଡଭେଲା ବ୍ଲକ୍ ତଥା ତୁଷୁରା ଏନ୍ଏସି ଅଧିନସ୍ଥ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ୭୮ତମ ସ୍ୱାଧିନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ଜାତୀୟ ପତାକା ଉତ୍ତୋଳନ କରିବା ସହିତ!-->…
Read More...
Read More...