Browsing Tag

tushura news

ନିଷାନ୍‌ ସାହିତ୍ୟ ସଂସଦ ଆନୁକୂଲ୍ୟରେ ନୂଆଁଖାଇ ଭେଟ୍‌ଘାଟ୍ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ନିଷାନ୍‌ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ୧୦ ସେପ୍ଟେମ୍ବର ଅପରାହ୍ନ ୫ଟା ସମୟରେ ସଭାପତି ଶ୍ୟାମସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତା ଓ ସଂପାଦକ ଆଶୁକବି ହେମନ୍ତ ଦାଶଙ୍କ ସଂଯୋଜନାରେ ନୂଆଁଖାଇ ଭେଟ୍‌ଘାଟ୍ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ
Read More...

ଆମ ଓଡ଼ିଶା ଓ ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଆନୁକୂଲ୍ୟରେ ରକ୍ଷାବନ୍ଧନ ଓ ନିଶା ନିବାରଣ ବ୍ରତ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଆମ ଓଡ଼ିଶା ଓ ସମ୍ବାଦ ସାହିତ୍ୟ ଘର, ଗୁଡଭେଲା ଆନୁକୂଲ୍ୟରେ ରକ୍ଷାବନ୍ଧନ ଓ ନିଶା ନିବାରଣ ବ୍ରତ ତଥା ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ପୁଣ୍ୟ ଜନ୍ମ ତିଥି ତୋଷରା ସ୍ଥିତ ତୋଷାଳୀ ବିଦ୍ୟା ମନ୍ଦିର ଠାରେ ପୂର୍ବାହ୍ନ ୧୧ଟା ସମୟରେ ସମ୍ବାଦ ସାହିତ୍ୟ ଘରର ସଭାପତି
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାରେ ୭୮ତମ ସ୍ୱାଧିନତା ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଗୁଡଭେଲା ବ୍ଲକ୍ ତଥା ତୁଷୁରା ଏନ୍ଏସି ଅଧିନସ୍ଥ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ୭୮ତମ ସ୍ୱାଧିନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ଜାତୀୟ ପତାକା ଉତ୍ତୋଳନ କରିବା ସହିତ
Read More...

ଅର୍ଦ୍ଧ ନିର୍ମିତ ବ୍ରିଜ୍‌ ତଳୁ ନିଖୋଜ ବ୍ୟକ୍ତିଙ୍କ ଶବ ଉଦ୍ଧାର : ଗତକାଲି ଠୁ ଥିଲେ ନିଖୋଜ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଥାନା ଅନ୍ତର୍ଗତ ଗୁଡଭେଲା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁଡଭେଲା ଗାଁର ରଘୁନାଥ ରଣା(୫୫) ନାମକ ଜଣେ ବ୍ୟକ୍ତି ଗତକାଲି ସକାଳ ଠୁ ଗାଇଗୋଠ ନେଇ ରାହୁଲ ନଦୀ ପଠାକୁ ଯାଇ ଆଉ ଫେରିନଥିଲେ । ସନ୍ଧ୍ୟା ପର୍ଯ୍ୟନ୍ତ ଘରକୁ ନଫେରିବାରୁ ପରିବାର ଲୋକ ବହୁ
Read More...

ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ କୃମି ନାଶକ ଦିବସ ଓ ଦ୍ୱିତୀୟ ପିଟିଏମ୍ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି । ଏଥିରେ ଆଶାକର୍ମୀ ବିତିସୁତା କୁମ୍ଭାର ଓ ମେଡିକାଲ ଟିମ୍‌ ଆସି ପିଲାମାନଙ୍କ
Read More...

ବିଧୁଭୂଷଣ ସାହିତ୍ୟ ସଂସଦ ତୁଷୁରା ଆନୁକୂଲ୍ୟରେ ‘ଭାରତୀୟ ସଂସ୍କୃତିରେ ଗୁରୁ ଶିଷ୍ୟ ପରମ୍ପରା’ ଶୀର୍ଷକ…

ତୁଷୁରା, (କେପିଏନ୍‌ଏସ୍‌) : ବିଧୁଭୂଷଣ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ଆଜି ଅପରାହ୍ନ ୫ଟା ସମୟରେ ତୁଷୁରା ଅଗ୍ରସେନ ଭବନର ସଭାଗୃହରେ ସଂସଦର ସଭାପତି ଅଖିଳ କୁମାର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ 'ଭାରତୀୟ ସଂସ୍କୃତିରେ ଗୁରୁ ଶିଷ୍ୟ ପରମ୍ପରା' ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ସାଂସ୍କୃତିକ ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଶିକ୍ଷା ସପ୍ତାହର ଚତୁର୍ଥ ଦିବସରେ ସାଂସ୍କୃତିକ ଦିବସ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ରାଧାରମଣ କେଡିଆ ଯୋଗଦେଇ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର
Read More...

ତୁଷୁରା ବଲାଙ୍ଗିରର ଆଶୁକବି ହେମନ୍ତ ଦାସଙ୍କୁ ଜ୍ଞାନ ପ୍ରକାଶ ସାହିତ୍ୟ ସମ୍ମାନ ୨୦୨୪ ନେସ୍‌ନାଲ୍‌ ଆୱାର୍ଡ ପ୍ରଦାନ

ତୁଷୁରା, (କେପିଏନ୍‌ଏସ୍‌) : ଜ୍ଞାନ ପ୍ରକାଶର ଅଷ୍ଟମ ଇଣ୍ଟର୍‌ଡିସିପ୍ଲିନାରୀ ନେସ୍‌ନାଲ୍ କନ୍‌ଫରେନ୍‌ସ ରବିବାର ପୂର୍ବାହ୍ନ ୧୦ଟାରୁ ସଂଧ୍ୟା ୬ଘ.୩୦ ମି. ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ମହାସମାରୋହରେ ପାଳିତ ହୋଇଯାଇଛି । ଜ୍ଞାନ
Read More...

ସମ୍ବାଦ ସାହିତ୍ୟଘର ଗୁଡଭେଲା ତରଫରୁ ୭୫ତମ ବନ ମହୋତ୍ସବ ପାଳିତ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସମ୍ବାଦ ସାହିତ୍ୟଘର ଗୁଡଭେଲା, ଜିଲ୍ଲା ବଲାଙ୍ଗିର ତରଫରୁ ଜୁଲାଇ ୮ ତାରିଖ ପୂର୍ବାହ୍ନ ୯ଟା ସମୟରେ ୭୫ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଦସ୍ୟବୃନ୍ଦ ତୁଷୁରା ଏନ୍.ଏ.ସି ସଂଲଗ୍ନ ପଡିଆରେ ଆମ୍ବ, ନିମ୍ବ, ଖଇର, ଚାକୁଣ୍ଡା, ଅଁଳା, କରଞ୍ଜ, ଶାଳ,
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାରେ ବନ ମହୋତ୍ସବ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଆଜି ପୂର୍ବାହ୍ନ ୧୧ଟା ସମୟରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାସଙ୍କ ଅଧ୍ୟକ୍ଷତାରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ରାଧାରମଣ କେଡିଆ ଯୋଗଦେଇ ବିଶ୍ଵ
Read More...