ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ୨୦୨୪ ପାଳିତ
ତୁଷୁରା, (କେପିଏନ୍ଏସ୍) : ଜୁନ୍ ୨୧ ତାରିଖ ସକାଳ ୮ଟା ସମୟରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ!-->…
Read More...
Read More...