ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାର ରିଜଲ୍ଟ ସେୟାରିଂ ମିଟିଂ ଅନୁଷ୍ଠିତ
ତୁଷୁରା, (କେପିଏନ୍ଏସ୍) : ଶିକ୍ଷା ବର୍ଷର ସମାପ୍ତୀ ସୂଚକ ଆକଳନ-୨ର ରିଜଲ୍ଟ ସେୟାରିଂ ମିଟିଂ ଆଜି ପୂର୍ବାହ୍ନ ୧୦ ଘଟିକା ସମୟରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟ!-->…
Read More...
Read More...