Browsing Tag

tusura news

ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଶାଖ ପକ୍ଷରୁ ସ୍ୱାଭିମାନ ଦିବସ ପାଳିତ

ମଧୁବାବୁ ଥିଲେ କୋଟିଏରେ ଗୋଟିଏ ଏବଂ ବିରଳ ବ୍ୟକ୍ତିତ୍ୱ ତୁଷୁରା, (କେପିଏନ୍‌ଏସ୍‌) : ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଶାଖା ପକ୍ଷରୁ ସ୍ୱାଭିମାନ ଦିବସ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ସଭାପତି ଡ଼ଃ ଶ୍ୱାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି ।…
Read More...

ଗୁଡଭେଲା ବ୍ଲକ ସ୍ତରୀୟ “ନିଷ୍ଠା” ତାଲିମ ଉଦ୍‌ଯାପିତ

ତୁଷୁରା/ଗୁଡଭେଲା, (କେପିଏନ୍‌ଏନ୍‌) : ଗୁଡଭେଲା ବ୍ଲକ୍ ସ୍ତରୀୟ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚ ଦିବସୀୟ ଶିକ୍ଷକ ପ୍ରଶିକ୍ଷଣ "ନିଷ୍ଠା" (ସମତା ଓ ଅନ୍ତର୍ନିବେଶୀ ଶିକ୍ଷା ୨୦୨୪-୨୫) ତାଲିମ ଉଦ୍‌ଯାପିତ ହୋଇଯାଇଛି । ଏପ୍ରିଲ ୨୧ରୁ ଆରମ୍ଭ ହୋଇ ୨୫ ତାରିଖ ତାଲିମ ଶେଷ ହୋଇଛି । ରମେଶ କୁମାର…
Read More...

ଆଶୁକବି ଡଃ ହେମନ୍ତ କୁମାର ଦାଶଙ୍କ ୪୯ତମ ଜନ୍ମଦିନ ଅବସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ତୁଷୁରାର ବିଶିଷ୍ଟ କବି, ଲେଖକ, ଗାଳ୍ପିକ ତଥା ଆଦର୍ଶ ପ୍ରଧାନ ଶିକ୍ଷକ ଆଶୁକବି ଡଃ ହେମନ୍ତ କୁମାର ଦାଶଙ୍କ ୪୯ତମ ଜନ୍ମଦିନ ଅବସରରେ ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡାପାଲି, ବୀରମହାରାଜପୁର, ସୋନପୁର ଅଧୀନସ୍ଥ ତୁଷୁରା ଭିଜନ…
Read More...

ଗୁଡଭେଲା ବ୍ଲକସ୍ତରୀୟ ପଞ୍ଚଦିବସୀୟ ଶିକ୍ଷକ ପ୍ରଶିକ୍ଷଣ ‘ନିଷ୍ଠା’ ଉଦ୍‌ଯାପିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକସ୍ତରୀୟ ପଞ୍ଚଦିବସୀୟ ଶିକ୍ଷକ ପ୍ରଶିକ୍ଷଣ "ନିଷ୍ଠା" ସମତା ଓ ଅନ୍ତର୍ନିବେଶୀ ଶିକ୍ଷା ଗତ ୧୧ ଏପ୍ରିଲ ପୂର୍ବାହ୍ନରେ ତୁଷୁରା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାନୁମତୀ ଛତ୍ରିଆଙ୍କ…
Read More...

ଗୁଡଭେଲା ବ୍ଲକ୍ ସ୍ତରୀୟ ୟୁନିଫାଏଡ୍ ଅଟୋମେଟନ୍ ସିଷ୍ଟମ ତାଲିମ ଶିବିର ଉଦ୍‌ଯାପିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକର ୟୁନିଫାଏଡ୍ ଅଟୋମେସନ୍ ସିଷ୍ଟମ (ୟୁଏସ୍) ତାଲିମ୍ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ହାଇସ୍କୁଲ ଡାହିମାଲ ଠାରେ ଉଦ୍‌ଯାପିତ ହୋଇଯାଇଛି । ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଗ୍ନି କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଏବିଇଓ ରମେଶ…
Read More...

ଗୁଡଭେଲା ବ୍ଲକ ଶିକ୍ଷା ସଚେତନତା ରଥକୁ ଉଦ୍‌ଘାଟନ କଲେ ବିଇଓ ନମିତା ରାଣୀ ଭୋଇ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକର ଶିକ୍ଷା ସଚେତନ ରଥକୁ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଡାହିମାଲଠାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନମିତା ରାଣୀ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ…
Read More...

ତୁଷୁରା ଏନ୍‌ଏ‌ସି ସ୍ତରୀୟ ଶିକ୍ଷା ସଚେତନତା ରଥକୁ ଉଦଘାଟନ କଲେ ଅଧ୍ୟକ୍ଷ ଅଜୟ ଜୟଶ୍ୱାଲ

ତୁଷୁରା,(କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କର ଯୋଜନାନୁଯାୟୀ ଗୁଡଭେଲା ବ୍ଲକ୍‌ ବିଭିନ୍ନ କ୍ଲଷ୍ଟରକୁ ଶିକ୍ଷା ସଚେତନତା ରଥ ପରିକ୍ରମା କରି ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପାଇଁ ଜନ ସଚେତନତା ସୃଷ୍ଟି କରୁଛି । ଏହି କ୍ରମରେ ଆଜି ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ରଥ…
Read More...

ମହୀପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡ଼ଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ଆଶ୍ରମ ବିଦ୍ୟାଳୟ ମହିପୁର ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବରେ ତୁଷୁରା ବାଳିକା ଉଚ୍ଚ…
Read More...

ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ୨୦୨୫-୨୬ ଶିକ୍ଷା ବର୍ଷର ପ୍ରବେଶ ଉତ୍ସବ ଓ ଖଡିଛୁଆଁ ଅନୁଷ୍ଠିତ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ…
Read More...

୨୦୨୪-୨୫ ଶିକ୍ଷା ବର୍ଷର ଦ୍ୱିତୀୟ ସମାପ୍ତି ସୂଚକ ଆକଳନ ଫଳାଫଳ ପ୍ରକାଶିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଏନ୍‌ଏସି ଅଧୀନସ୍ଥ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨୦୨୪-୨୫ ଶିକ୍ଷା ବର୍ଷର ଦ୍ୱିତୀୟ ସମାପ୍ତି ସୂଚକ ଆକଳନ ଫଳାଫଳ ପ୍ରକାଶିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ…
Read More...