Browsing Tag

tusura news

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଆଜି ଗୁଡଭେଲା ବ୍ଲକ ଅଧୀନସ୍ଥ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ମା' ଭାରତୀଙ୍କ
Read More...

ଗୁଡଭେଲା ସାହିତ୍ୟ ଘରର ବହୁଭାଷୀ କବିତା ଆସର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ୫୭ତମ ତେନ୍ତୁଳିଖୁଣ୍ଟି ମକର ମେଳା ଉପଲକ୍ଷେ ବାଳୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନୀ ଓ ବହୁଭାଷୀ କବିତା ଆସର ଜାନୁଆରୀ ୧୫ ତାରିଖ ଅପରାହ୍ନରେ ତେଲନଦୀର ପେନ୍ଦିମୁଣ୍ଡା ଘାଟଠାରେ ଅନୁଷ୍ଠିତ ହୋଇଯାଇଛି । ଗୁଡଭେଲା ବ୍ଲକ୍‌ର ପୂର୍ବତନ ବିଇଓ ନେପାଳ ଚନ୍ଦ୍ର ବାଗଙ୍କ
Read More...

ଶେଷ ହେଲା ଗୁଡଭେଲା ବ୍ଲକର ତୃତୀୟ ପର୍ଯ୍ୟାୟ ବିଦ୍ୟାଳୟ ଭିତ୍ତିକ ମାନ ନିର୍ଦ୍ଧାରଣ ତାଲିମ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକର ଡାହିମାଲ ଓ ରୁଷୁଡା ହାଇସ୍କୁଲଠାରେ ଗତ ଜାନୁୟାରୀ ୧୧ ତାରିଖରୁ ଆରମ୍ଭ ହୋଇଥିବା ତୃତୀୟ ପର୍ଯ୍ୟାୟ ବିଦ୍ୟାଳୟ ଭିତ୍ତିକ ମାନ ନିର୍ଦ୍ଧାରଣ ତାଲିମ ଶିବିର ୧୩ ଜାନୁଆରୀ ଶନିବାର ଅପରାହ୍ନରେ ଶେଷ ହୋଇଯାଇଛି । ବିଇଓ ରୁଷିଆ ମେହେରଙ୍କ ପ୍ରତ୍ୟକ୍ଷ
Read More...

କେନ୍ଦୁ କାଠଗଣ୍ଡି ବୋଝେଇ ଗାଡ଼ି ଜବତ୍‌

ତୁଷୁରା, (କେପିଏନ୍‌ଏସ୍‌) : ଗତ ବିଳମ୍ବିତ ରାତ୍ରି ପ୍ରାୟ ୩ଟା ୧୫ ମିନିଟ୍‌ ସମୟରେ ବନ ବିଭାଗ ପକ୍ଷରୁ ପେଟ୍ରୋଲିଂ ବେଳେ ତୁଷୁରା ଗୁଡ଼ଭେଲା ରାସ୍ତା ନିକଟସ୍ଥ ତେଲନଦୀ ପାଖରେ କେନ୍ଦୁ କାଠଗଣ୍ଡି ବୋଝେଇ ଗୋଟିଏ ଟାଟା ୨୦୭ ଗାଡ଼ି ନଂ ଓଆର୍‌୨୩ - ସି ୯୯୯୫କୁ ଜବତ୍‌ କରାଯାଇଛି । ଏଥିରେ
Read More...

ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ୍‌ର ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାର ପ୍ରଥମ ବାର୍ଷିକ ଉତ୍ସବ ଶନିବାର ଅପରାହ୍ନରେ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ
Read More...

ଗୁଡଭେଲା ବ୍ଲକ୍ ମିଳିତ ପ୍ରାଥମିକ ଶିକ୍ଷକ ସଂଘର ସଂପାଦକ ସନ୍ତୋଷ କୁମାର ପଟ୍ଟନାୟକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା…

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ମିଳିତ ପ୍ରାଥମିକ ଶିକ୍ଷକ ସଂଘର ସଂପାଦକ ତଥା ଡୁଙ୍ଗିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ପଟ୍ଟନାୟକ ଡିସେମ୍ବର ୩୧ ତାରିଖ ରବିବାର ଦିନ ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି । ଏହି ଉପଲକ୍ଷେ ଏକ ଅବସର
Read More...

କବି ଦଶରଥ ସାମଲ ପାଇଲେ ରାଜ୍ୟ ସ୍ତରୀୟ ପ୍ରଜ୍ଞାପ୍ରାଣ ସମ୍ମାନ -୨୦୨୪

ତୁଷୁରା, (କେପିଏନ୍‌ଏସ୍‌) : ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ କଟକ, ପୂଜ୍ୟପୂଜା ପରିଷଦ କଟକ, ଅଗ୍ନିସ୍ଫୁଲିଙ୍ଗ ରାଉରକେଲା ଓ ଚିନ୍ମୟ ସାହିତ୍ୟ ସଂସଦ କଟକର ମିଳିତ ଆନୁକୂଲ୍ୟରେ କର୍ମବୀର ଗୌରୀଶଙ୍କର ଟାଉନ୍‌ହଲ୍‌ କଟକଠାରେ ରବିବାର ଅନୁଷ୍ଠିତ ୪୭ତମ ରାଜ୍ୟ ସ୍ତରୀୟ ସାରସ୍ୱତ
Read More...

ଆଶୁକବି ହେମନ୍ତ ଦାଶ ପାଇଲେ ରାଜ୍ୟସ୍ତରୀୟ ଚିନ୍ମୟ ସାରସ୍ଵତ ସମ୍ମାନ -୨୦୨୪

ତୁଷୁରା, (କେପିଏନ୍‌ଏସ୍‌) : ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ କଟକ ପୂଜ୍ୟପୂଜା ପରିଷଦ କଟକ, ଅଗ୍ନିସ୍ଫୁଲିଙ୍ଗ ରାଉରକେଲା ଓ ଚିନ୍ମୟ ସାହିତ୍ୟ ସଂସଦ କଟକର ମିଳିତ ଆନୁକୂଲ୍ୟରେ କର୍ମବୀର ଗୌରୀଶଙ୍କର ଟାଉନ୍‌ହଲ୍‌ କଟକଠାରେ ରବିବାର ଅନୁଷ୍ଠିତ ୪୭ତମ ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହରେ
Read More...

‘ରାଷ୍ଟ୍ର ସର୍ବୋପରି’ ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବିଦ୍ୟା ଭାରତୀ, ଅଖିଳ ଭାରତୀୟ ଶିକ୍ଷା ସଂସ୍ଥାନ ଓ ଶିକ୍ଷା ବିକାଶ ସମିତି ଓଡିଶାଙ୍କ ଯୋଜନା ଅନୁଯାୟୀ ଶିକ୍ଷା ବିକାଶ ସମିତି ତୁଷୁରା ସଂକୁଳର 'ରାଷ୍ଟ୍ର ସର୍ବୋପରି' ଶୀର୍ଷକ ଆଲୋଚନା ଚକ୍ର ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ତୁଷୁରା ପରିସରର ସଂକୁଳ
Read More...

ପିକନିକ କରିବାକୁ ଯାଇ ଯୁବକ ନିଖୋଜ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଥାନା ଅର୍ନ୍ତଗତ ଜାମୁଟ ସ୍ଥିତ ଗୁଦଗୁଦାକୁ ବଣଭୋଜି ପାଇଁ ଆସି ଗାଧୋଉଥିବା ବେଳେ ବଲାଙ୍ଗିରର ରାକେଶ କୁମାର ପୁରୋହିତ ପାଣିରେ ବୁଡିଯାଇ ନିଖୋଜ ହୋଇଯାଇଥିବା ଜଣାପଡିଛି । ସୂଚନା ଅନୁସାରେ ରାକେଶ ଓ ତାଙ୍କର ସାଙ୍ଗମାନେ ଗୁଦଗୁଦାରେ ଭୋଜି କରୁଥିବା ବେଳେ
Read More...