ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ
ତୁଷୁରା, (କେପିଏନ୍ଏସ୍) : ଆଜି ସକାଳ ୭ଘ.୩୦ମି. ସମୟରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ତୁଷୁରାର ବିଶିଷ୍ଟ ସମାଜସେବୀ ରାଧାରମଣ କେଡିଆ ଯୋଗ ଦେଇ ଜାତୀୟ ପତକା ଉତ୍ତୋଳନ କରି!-->…
Read More...
Read More...