ନିଷାନ୍ ସାହିତ୍ୟ ସଂସଦ ତୁଷୁରା ବଲାଙ୍ଗିରର ଭକ୍ତିରସ କବିତା ଆସର ଅନୁଷ୍ଠିତ
ତୁଷୁରା, (କେପିଏନ୍ଏସ୍) : ନିଷାନ୍ ସାହିତ୍ୟ ସଂସଦ ତୁଷୁରା ବଲାଙ୍ଗିର ଆନୁକୂଲ୍ୟରେ ରବିବାର ଅପରାହ୍ନ ୫ ଘଟିକା ସମୟରେ ଭକ୍ତିରସ କବିତା ଆସର ନିଷାନ୍ର ସଭାପତି ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ନିଷାନ୍ର ପ୍ରତିଷ୍ଠାତା ସଂପାଦକ ଆଶୁକବି ହେମନ୍ତ ଦାଶଙ୍କ!-->…
Read More...
Read More...