ଗୁଡଭେଲା ସମ୍ଵାଦ ସାହିତ୍ୟର ଆନୁକୂଲ୍ୟରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ତୁଷୁରା, (କେପିଏନ୍ଏସ୍) : ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଆନୁକୂଲ୍ୟରେ ଶନିବାର ଅପରାହ୍ନରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ପରିସରରେ ସଭାପତି ଶ୍ୟାମ ସୁନ୍ଦର ପ୍ରଧାନ ଓ ସଂପାଦକ ଆଶୁକବି ହେମନ୍ତ ଦାଶଙ୍କ ନେତୃତ୍ୱରେ ଅଁଳା, କରଞ୍ଜ, ନିମ୍ବ, ତେନ୍ତୁଳି, ଆମ୍ବ ପ୍ରଭୃତି!-->…
Read More...
Read More...