Browsing Tag

tusura news

ତୁଷୁରା ସରକାରୀ ୟୁପି ସ୍କୁଲ୍ ଠାରେ ଯୋଗ ଶିବିର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଦେବ ସଂସ୍କୃତି ବିଶ୍ଵ ବିଦ୍ୟାଳୟ, ହରିଦ୍ଵାର, ଉତ୍ତରାଖଣ୍ଡ ଆନୁକୂଲ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ନେତୃତ୍ୱରେ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ତୁଷୁରା
Read More...

ଗୁଡଭେଲା ବ୍ଲକ୍ ସ୍ତରୀୟ ଏସ୍‌ଆଇଓଏସ୍ ଓ ଏନ୍‌ଆଇଓଏସ୍ ଅନ୍ତର୍ଗତ ମେଗା ଏଡ୍‌ମିସନ୍ କ୍ୟାମ୍ପ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ସ୍ତରୀୟ ରାଜ୍ୟ ମୁକ୍ତ ବିଦ୍ୟାଳୟ (ଏସ୍‌ଆଇଓଏସ୍) ମେଟ୍ରିକ୍ ଶ୍ରେଣୀ ପାଇଁ ଓ ଜାତୀୟ ମୁକ୍ତ ବିଦ୍ୟାଳୟ (ଏନ୍‌ଆଇଓଏସ୍) ଦ୍ୱାଦଶ ଶ୍ରେଣୀ ପାଇଁ ମେଗା ଏଡମିସନ୍ ଓ ଓରିଏନ୍‌‌ଟେସନ୍ କ୍ୟାମ୍ପ ତୁଷୁରା ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଜଗଦୀଶ
Read More...

କୁହୁଡି, କଫି ଓ କବିତା ଶୀର୍ଷକ କବିତା ଆସର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସମ୍ବାଦ ସାହିତ୍ୟ ଘର, ଗୁଡଭେଲା ଆନୁକୂଲ୍ୟରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ସଭାପତି ଡ. ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ କୁହୁଡି, କଫି ଓ କବିତା ଶୀର୍ଷକ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ପୁରୁଣା ବର୍ଷକୁ ବିଦାୟ ଦେବା ସହ
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ୬ଷ୍ଠ ମାସିକ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ଏନ୍‌ଏ‌ସି କ୍ଲଷ୍ଟର ସ୍ତରୀୟ ଷଷ୍ଠ ମାସିକ ବୈଠକ ନଅଗାଁ ପ୍ରାଥମିକ ବିଦ୍ୟାଳୟଠାରେ ହୋଷ୍ଟ ସ୍କୁଲର ପ୍ରଧାନଶିକ୍ଷକ ଚନ୍ଦ୍ରଧ୍ୱଜ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗୁଡଭେଲା ବ୍ଲକ୍ କୋଅର୍ଡିନେଟର ତଥା
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ଶିକ୍ଷା ସଭା ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ଏନ୍‌ଏ‌ସି କ୍ଲଷ୍ଟରର ଶିକ୍ଷା ସଭା ସରକାରୀ ବାଳିକା ନୋଡାଲ ହାଇସ୍କୁଲ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ନିବେଦିତା ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଏନ୍‌ଏସି ଉପାଧ୍ୟକ୍ଷା ମାମି ଦାସ ଯୋଗ
Read More...

ବ୍ଲକ ସ୍ତରୀୟ ଡେଟଲ୍ ସ୍କୁଲ ସ୍ୱଚ୍ଛତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ଅମର ଜ୍ୟୋତି ଫାଉଣ୍ଡେସନ ଏବଂ ରେକିଟ ଇଣ୍ଡିଆର ମିଳିତ ସହଯୋଗରେ ଡୁଙ୍ଗିବାହାଲ ୟୁପି ସ୍କୁଲ୍ ଠାରେ ଗୁଡଭେଲା ବ୍ଲକର ୧୦୦ଟି ସରକାରୀ ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କ ପାଇଁ ଡିସେମ୍ବର ୧୨ ଓ ୧୩ ତାରିଖ ଦୁଇଦିନ ଧରି ଡେଟଲ ସ୍ୱଚ୍ଛତା ପ୍ରଶିକ୍ଷଣ
Read More...

ରେୟାର ଗୁଡଭେଲା ଆନୁକୂଲ୍ୟରେ ଅନ୍ତର୍ନିବେଶୀ ଶିକ୍ଷା ଓ ଶ୍ରେଣୀ ପରିଚାଳନା ତାଲିମ ଶିବିର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ରିସର୍ଚ୍ଚ ଏକାଡେମୀ ଫର୍ ରୁରାଲ୍ ଏନ୍‌ରିଚ୍‌ମେଣ୍ଟ (ରେୟାର) ଗୁଡଭେଲା ଶାଖା ଆନୁକୂଲ୍ୟରେ ଧାନଘରା କମ୍ୟୁନିଟି ସେଣ୍ଟର ଠାରେ ଏକ ଦିବସୀୟ ଅନ୍ତର୍ନିବେଶୀ ଶିକ୍ଷା ଓ ଶ୍ରେଣୀ ପରିଚାଳନା ସମ୍ପର୍କିତ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ତୁଷୁରା ଉଚ୍ଚ
Read More...

ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ସହାୟକ ଉପକରଣ ବଣ୍ଟନ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ସହାୟକ ଉପକରଣ ବଣ୍ଟନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ବିଇଓ ନମିତା ରାଣୀ ଭୋଇ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଏବିଇଓ ରମେଶ ଚନ୍ଦ୍ର
Read More...

ଗୁଡଭେଲା ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ଗୁଡଭେଲା ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ତେନ୍ତୁଳିଖୁଣ୍ଟି ଗ୍ରାମ ପଞ୍ଚାୟତ ହାଇସ୍କୁଲ, ଡାହିମାଲ ଠାରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଗ୍ନି କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ଗୁଡଭେଲା ବ୍ଲକ୍ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତା

ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ସକାରାତ୍ମକ ପରିବେଶ ସମସ୍ତଙ୍କ ଦାୟିତ୍ଵ ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ସମଗ୍ର ଶିକ୍ଷା ବଲାଙ୍ଗିର ଓ ଗୁଡଭେଲା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ଗୁଡଭେଲା ଉଚ୍ଚ ବିଦ୍ୟାଳୟ ଠାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କ ପାଇଁ
Read More...