ମର୍ଯ୍ୟାଦା ଜନକ ଗୁରୁ ଗୌରବ ସମ୍ମାନ ପାଇଲେ ଆଦର୍ଶ ଶିକ୍ଷକ ଆଶୁକବି ଡ. ହେମନ୍ତ କୁମାର ଦାଶ
ତୁଷୁରା, (କେପିଏନ୍ଏସ୍) : ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିର ଆନୁକୂଲ୍ୟରେ ପଞ୍ଚାୟତ ମହାବିଦ୍ୟାଳୟ ବେଲପଡା ଠାରେ ରାଜ୍ୟ ସ୍ତରୀୟ ପବିତ୍ର ଗୁରୁ ଦିବସ ଓ ନୂଆଁଖାଇ ଭେଟ୍ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ମୁଖ୍ୟ!-->…
Read More...
Read More...