Browsing Tag

tusura news

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଏନ୍‌ଏସି ଅଧିନସ୍ଥ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶ ଜାତୀୟ ପତାକା ଉତ୍ତୋଳନ କରି ସମବେତ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ
Read More...

ତୁଷୁରା ଏନ୍‌ଏସି ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ତୁଷୁରା ତହସିଲଦାର ଆର୍ତ୍ତତ୍ରାଣ ଥାଟି ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମବେତ ପ୍ୟାରେଡରେ ଅଭିବାଦନ ଗ୍ରହଣ
Read More...

ଗୁଡଭେଲା ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଏକ୍ସପ୍ଲୋଜର୍ ଭିଜିଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ୍ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଏକ୍ସପ୍ଲୋଜର୍ ଭିଜିଟ କାର୍ଯ୍ୟକ୍ରମ ବିଇଓ ନମିତା ରାଣୀ ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାର ସୁପ୍ରସିଦ୍ଧ ଐତିହାସିକ ସ୍ଥଳୀ ଚୌଷଠୀ ଯୋଗିନୀ
Read More...

ତୁଷୁରା ଏନ୍‌ଏସି ସ୍ତରୀୟ ରାଷ୍ଟ୍ରୀୟ ଗୀତ “ବନ୍ଦେ ମାତରଂ” ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ ଆନୁକୂଲ୍ୟରେ କଲ୍ୟାଣ ମଣ୍ଡପ ଠାରେ ରାଷ୍ଟ୍ରୀୟ ଗୀତ "ବନ୍ଦେ ମାତରଂ" ର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ତୁଷୁରା ତହସିଲଦାର ତଥା ଇଓ ଆର୍ତ୍ତତ୍ରାଣ ଥାଟି ଯୋଗଦେଇ ଏହି
Read More...

ପିତୃମାତୃ ଶିକ୍ଷକ ସଂଘର ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଅନ୍ତର୍ଗତ ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଚଳିତ ଶିକ୍ଷା ବର୍ଷର ଚତୁର୍ଥ ପିଟିଏମ୍ ଅସ୍ଥାୟୀ ସଭାପତି ପିଙ୍କି ତନ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶ ସ୍ୱାଗତ ଅଭିଭାଷଣ ପ୍ରଦାନ
Read More...

କପସିଲା ୟୁପି ସ୍କୁଲ୍ ଠାରେ ପିଏମ୍‌ଶ୍ରୀ ଉତ୍ସବ ପାଳିତ

ତୁଷୁରା, (କେପିଏସ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟରର କପସିଲା ୟୁପି ସ୍କୁଲ୍ ଠାରେ ପିଏମ୍‌ଶ୍ରୀ ଉତ୍ସବ ପାଳିତ ହୋଇଯାଇଛି । ଏବିଇଓ ରମେଶ ଚନ୍ଦ୍ର ସାମର୍ଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ତୁଷୁରା ଏନ୍‌ଏସି ଅଧ୍ୟକ୍ଷ ଅଜୟ ଜୟଶ୍ୱାଲ ଯୋଗଦେଇ
Read More...

ତୁଷୁରା ସରକାରୀ ୟୁପି ସ୍କୁଲ୍ ଠାରେ ଯୋଗ ଶିବିର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଦେବ ସଂସ୍କୃତି ବିଶ୍ଵ ବିଦ୍ୟାଳୟ, ହରିଦ୍ଵାର, ଉତ୍ତରାଖଣ୍ଡ ଆନୁକୂଲ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ନେତୃତ୍ୱରେ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ତୁଷୁରା
Read More...

ଗୁଡଭେଲା ବ୍ଲକ୍ ସ୍ତରୀୟ ଏସ୍‌ଆଇଓଏସ୍ ଓ ଏନ୍‌ଆଇଓଏସ୍ ଅନ୍ତର୍ଗତ ମେଗା ଏଡ୍‌ମିସନ୍ କ୍ୟାମ୍ପ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ସ୍ତରୀୟ ରାଜ୍ୟ ମୁକ୍ତ ବିଦ୍ୟାଳୟ (ଏସ୍‌ଆଇଓଏସ୍) ମେଟ୍ରିକ୍ ଶ୍ରେଣୀ ପାଇଁ ଓ ଜାତୀୟ ମୁକ୍ତ ବିଦ୍ୟାଳୟ (ଏନ୍‌ଆଇଓଏସ୍) ଦ୍ୱାଦଶ ଶ୍ରେଣୀ ପାଇଁ ମେଗା ଏଡମିସନ୍ ଓ ଓରିଏନ୍‌‌ଟେସନ୍ କ୍ୟାମ୍ପ ତୁଷୁରା ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଜଗଦୀଶ
Read More...

କୁହୁଡି, କଫି ଓ କବିତା ଶୀର୍ଷକ କବିତା ଆସର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସମ୍ବାଦ ସାହିତ୍ୟ ଘର, ଗୁଡଭେଲା ଆନୁକୂଲ୍ୟରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ସଭାପତି ଡ. ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ କୁହୁଡି, କଫି ଓ କବିତା ଶୀର୍ଷକ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ପୁରୁଣା ବର୍ଷକୁ ବିଦାୟ ଦେବା ସହ
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ୬ଷ୍ଠ ମାସିକ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ଏନ୍‌ଏ‌ସି କ୍ଲଷ୍ଟର ସ୍ତରୀୟ ଷଷ୍ଠ ମାସିକ ବୈଠକ ନଅଗାଁ ପ୍ରାଥମିକ ବିଦ୍ୟାଳୟଠାରେ ହୋଷ୍ଟ ସ୍କୁଲର ପ୍ରଧାନଶିକ୍ଷକ ଚନ୍ଦ୍ରଧ୍ୱଜ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗୁଡଭେଲା ବ୍ଲକ୍ କୋଅର୍ଡିନେଟର ତଥା
Read More...