Browsing Tag

tusura news

ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଏନ୍‌ଏସି ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ଏଥିରେ ସହକାରୀ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ, ରଞ୍ଜିତା ନାଗ,
Read More...

ଡାହିମାଲ କ୍ଲଷ୍ଟରର‌ ତୃତୀୟ କ୍ଳଷ୍ଟର ସ୍ତରୀୟ ମାସିକ ବୈଠକ ଆୟୋଜିତ

ତୁଷୁରା, (କେପିଏନ୍‌ଏସ୍‌) : ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଡାହିମାଲ ଠାରେ ଡାହିମାଲ କ୍ଲଷ୍ଟରର‌ ତୃତୀୟ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ପ୍ରଧାନ ଶିକ୍ଷକ ଅଗ୍ନି କୁମାର ନାଏକଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଯାଇଛି । ଏଥିରେ ସ୍ଥାନୀୟ ଡାହିମାଲ କ୍ଲଷ୍ଟରର ସିଆର୍‌ସିସି
Read More...

ମର୍ଯ୍ୟାଦା ଜନକ ଗୁରୁ ଗୌରବ ସମ୍ମାନ ପାଇଲେ ଆଦର୍ଶ ଶିକ୍ଷକ ଆଶୁକବି ଡ. ହେମନ୍ତ କୁମାର ଦାଶ

ତୁଷୁରା, (କେପିଏନ୍‌ଏସ୍‌) : ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିର ଆନୁକୂଲ୍ୟରେ ପଞ୍ଚାୟତ ମହାବିଦ୍ୟାଳୟ ବେଲପଡା ଠାରେ ରାଜ୍ୟ ସ୍ତରୀୟ ପବିତ୍ର ଗୁରୁ ଦିବସ ଓ ନୂଆଁଖାଇ ଭେଟ୍‌ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ମୁଖ୍ୟ
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ ମହୀପୁର ଆଶ୍ରମ ବିଦ୍ୟାଳୟ ଠାରେ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଅନ୍ତର୍ଗତ ତୁଷୁରା କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ ମହୀପୁର ଆଶ୍ରମ ବିଦ୍ୟାଳୟ ଠାରେ ସ୍ଥାନୀୟ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏବିଇଓ ବିପିନ ବାଗ
Read More...

ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପବିତ୍ର ଗୁରୁ ଦିବସ ଓ ଭୂମିଦାତା ସ୍ୱର୍ଗତ କେଶୋରାମ କେଡିଆଙ୍କ…

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକର ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପବିତ୍ର ଗୁରୁ ଦିବସ ଓ ଭୂମିଦାତା ସ୍ୱର୍ଗତ କେଶୋରାମ କେଡିଆଙ୍କ ଜୟନ୍ତୀ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ
Read More...

ପ୍ରାଚୀର ପତ୍ରିକା “ସୃଜନ ସୁରଭି” ଉନ୍ମୋଚିତ

ତୁଷୁରା, (କେପିଏନ୍‌ଏସ୍‌) : ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାଠାରେ ବିଦ୍ୟଦାତା ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଉପଲକ୍ଷେ ବିଦ୍ୟାଳୟର ପ୍ରାଚୀର ପତ୍ରିକା "ସୃଜନ ସୁରଭି" ଉନ୍ମୋଚିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପୂର୍ବଛାତ୍ର ରାଧା ରମଣ କେଡିଆ ଯୋଗ ଦେଇ
Read More...

ଗୁଡଭେଲା ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୩ତମ ଜୟନ୍ତୀ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ସମ୍ବାଦ ସାହିତ୍ୟ ଘର ଗୁଡଭେଲା ବ୍ଲକ ଆନୁକୁଲ୍ୟରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାଠାରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୩ତମ ଜନ୍ମ ଜୟନ୍ତୀ ସଭାପତି ଡ. ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି
Read More...

ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ସ୍ୱତନ୍ତ୍ର ପିଟିଏମ୍ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଏନ୍‌ଏ‌ସି ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ପିତୃମାତୃ ଶିକ୍ଷକ ସଂଘ ତଥା ପରିଚାଳନା ସମିତି ଏବଂ ଆସ ସ୍କୁଲ ଯିବା କମିଟୀର ସଦସ୍ୟ ସଦସ୍ୟାମାନଙ୍କୁ ନେଇ ଏକ ସ୍ୱତନ୍ତ୍ର ପିଟିଏମ୍ ଅସ୍ଥାୟୀ ସଭାପତି ଟୁନା ସୁନାଙ୍କ ଅଧ୍ୟକ୍ଷତାରେ
Read More...

ଗାୟତ୍ରୀ ଶକ୍ତିପୀଠ ତୁଷୁରାଠାରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଗାୟତ୍ରୀ ଶକ୍ତିପୀଠ ତୁଷୁରା ଠାରେ ୭୯ତମ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଗାୟତ୍ରୀ ପରିବାରର ବରିଷ୍ଠ ପରିଜନ ନଥୁରାମ କେଡିଆ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ସମବେତ ଜନତାଙ୍କୁ ଉଦ୍‌ବୋଧନ ଦେଇଥିଲେ ।
Read More...

ତୁଷୁରା ଗ୍ରୀଡ଼ଠାରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ତୁଷରା, (କେପିଏନ୍‌ଏସ୍‌) : ତୁଷୁରା ଗ୍ରୀଡ଼ରେ ୭୯ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ସେକ୍ସନ ଅଫିସର ଶୁଭେନ୍ଦୁ ପ୍ରଧାନ ପତାକା ଉତ୍ତୋଳନ କରିଥିବା ବେଳେ ସେକ୍ସନର ବରିଷ୍ଠ ଲାଇନମ୍ୟାନ ଲଳିତ କୁମାର ଦାସ ଓ ରାହୁଲ ନାୟକ ଦେଶ ପାଇଁ ବଳିଦାନ ଦେଇଥିବା ମହାପୁରୁଷ ମାନଙ୍କ ବିଷୟରେ ଉଦବୋଧନ
Read More...