Browsing Tag

tusura news

ଗୁଡଭେଲା ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଏକ୍ସପ୍ଲୋଜର୍ ଭିଜିଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ୍ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଏକ୍ସପ୍ଲୋଜର୍ ଭିଜିଟ କାର୍ଯ୍ୟକ୍ରମ ବିଇଓ ନମିତା ରାଣୀ ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାର ସୁପ୍ରସିଦ୍ଧ ଐତିହାସିକ ସ୍ଥଳୀ ଚୌଷଠୀ ଯୋଗିନୀ…
Read More...

ତୁଷୁରା ଏନ୍‌ଏସି ସ୍ତରୀୟ ରାଷ୍ଟ୍ରୀୟ ଗୀତ “ବନ୍ଦେ ମାତରଂ” ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ ଆନୁକୂଲ୍ୟରେ କଲ୍ୟାଣ ମଣ୍ଡପ ଠାରେ ରାଷ୍ଟ୍ରୀୟ ଗୀତ "ବନ୍ଦେ ମାତରଂ" ର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ତୁଷୁରା ତହସିଲଦାର ତଥା ଇଓ ଆର୍ତ୍ତତ୍ରାଣ ଥାଟି ଯୋଗଦେଇ ଏହି…
Read More...

ପିତୃମାତୃ ଶିକ୍ଷକ ସଂଘର ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଅନ୍ତର୍ଗତ ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଚଳିତ ଶିକ୍ଷା ବର୍ଷର ଚତୁର୍ଥ ପିଟିଏମ୍ ଅସ୍ଥାୟୀ ସଭାପତି ପିଙ୍କି ତନ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶ ସ୍ୱାଗତ ଅଭିଭାଷଣ ପ୍ରଦାନ…
Read More...

କପସିଲା ୟୁପି ସ୍କୁଲ୍ ଠାରେ ପିଏମ୍‌ଶ୍ରୀ ଉତ୍ସବ ପାଳିତ

ତୁଷୁରା, (କେପିଏସ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟରର କପସିଲା ୟୁପି ସ୍କୁଲ୍ ଠାରେ ପିଏମ୍‌ଶ୍ରୀ ଉତ୍ସବ ପାଳିତ ହୋଇଯାଇଛି । ଏବିଇଓ ରମେଶ ଚନ୍ଦ୍ର ସାମର୍ଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ତୁଷୁରା ଏନ୍‌ଏସି ଅଧ୍ୟକ୍ଷ ଅଜୟ ଜୟଶ୍ୱାଲ ଯୋଗଦେଇ…
Read More...

ତୁଷୁରା ସରକାରୀ ୟୁପି ସ୍କୁଲ୍ ଠାରେ ଯୋଗ ଶିବିର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଦେବ ସଂସ୍କୃତି ବିଶ୍ଵ ବିଦ୍ୟାଳୟ, ହରିଦ୍ଵାର, ଉତ୍ତରାଖଣ୍ଡ ଆନୁକୂଲ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ନେତୃତ୍ୱରେ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ତୁଷୁରା…
Read More...

ଗୁଡଭେଲା ବ୍ଲକ୍ ସ୍ତରୀୟ ଏସ୍‌ଆଇଓଏସ୍ ଓ ଏନ୍‌ଆଇଓଏସ୍ ଅନ୍ତର୍ଗତ ମେଗା ଏଡ୍‌ମିସନ୍ କ୍ୟାମ୍ପ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ସ୍ତରୀୟ ରାଜ୍ୟ ମୁକ୍ତ ବିଦ୍ୟାଳୟ (ଏସ୍‌ଆଇଓଏସ୍) ମେଟ୍ରିକ୍ ଶ୍ରେଣୀ ପାଇଁ ଓ ଜାତୀୟ ମୁକ୍ତ ବିଦ୍ୟାଳୟ (ଏନ୍‌ଆଇଓଏସ୍) ଦ୍ୱାଦଶ ଶ୍ରେଣୀ ପାଇଁ ମେଗା ଏଡମିସନ୍ ଓ ଓରିଏନ୍‌‌ଟେସନ୍ କ୍ୟାମ୍ପ ତୁଷୁରା ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଜଗଦୀଶ…
Read More...

କୁହୁଡି, କଫି ଓ କବିତା ଶୀର୍ଷକ କବିତା ଆସର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସମ୍ବାଦ ସାହିତ୍ୟ ଘର, ଗୁଡଭେଲା ଆନୁକୂଲ୍ୟରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ସଭାପତି ଡ. ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ କୁହୁଡି, କଫି ଓ କବିତା ଶୀର୍ଷକ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ପୁରୁଣା ବର୍ଷକୁ ବିଦାୟ ଦେବା ସହ…
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ୬ଷ୍ଠ ମାସିକ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ଏନ୍‌ଏ‌ସି କ୍ଲଷ୍ଟର ସ୍ତରୀୟ ଷଷ୍ଠ ମାସିକ ବୈଠକ ନଅଗାଁ ପ୍ରାଥମିକ ବିଦ୍ୟାଳୟଠାରେ ହୋଷ୍ଟ ସ୍କୁଲର ପ୍ରଧାନଶିକ୍ଷକ ଚନ୍ଦ୍ରଧ୍ୱଜ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗୁଡଭେଲା ବ୍ଲକ୍ କୋଅର୍ଡିନେଟର ତଥା…
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ଶିକ୍ଷା ସଭା ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ଏନ୍‌ଏ‌ସି କ୍ଲଷ୍ଟରର ଶିକ୍ଷା ସଭା ସରକାରୀ ବାଳିକା ନୋଡାଲ ହାଇସ୍କୁଲ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ନିବେଦିତା ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଏନ୍‌ଏସି ଉପାଧ୍ୟକ୍ଷା ମାମି ଦାସ ଯୋଗ…
Read More...

ବ୍ଲକ ସ୍ତରୀୟ ଡେଟଲ୍ ସ୍କୁଲ ସ୍ୱଚ୍ଛତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ଅମର ଜ୍ୟୋତି ଫାଉଣ୍ଡେସନ ଏବଂ ରେକିଟ ଇଣ୍ଡିଆର ମିଳିତ ସହଯୋଗରେ ଡୁଙ୍ଗିବାହାଲ ୟୁପି ସ୍କୁଲ୍ ଠାରେ ଗୁଡଭେଲା ବ୍ଲକର ୧୦୦ଟି ସରକାରୀ ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କ ପାଇଁ ଡିସେମ୍ବର ୧୨ ଓ ୧୩ ତାରିଖ ଦୁଇଦିନ ଧରି ଡେଟଲ ସ୍ୱଚ୍ଛତା ପ୍ରଶିକ୍ଷଣ…
Read More...