Browsing Tag

tusura news

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ୭୯ତମ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଏନ୍‌ଏ‌ସି ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ୭୯ତମ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ଜାତୀୟ ପତାକା ଉତ୍ତୋଳନ କରି ସମବେତ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଥିଲେ ।
Read More...

ଡାହିମାଲ କ୍ଲଷ୍ଟରର‌ କ୍ଲଷ୍ଟର ସ୍ତରୀୟ ଆସ ସ୍କୁଲ ଯିବା କମିଟି ଚୟନ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ତେନ୍ତୁଳୀଖୁଣ୍ଟି ପଂଚାୟତ ଉଚ୍ଚ ବିଦ୍ୟାଳୟ ଡାହିମାଲଠାରେ ଡାହିମାଲ କ୍ଲଷ୍ଟରର‌ କ୍ଲଷ୍ଟର ସ୍ତରୀୟ ଆସ ସ୍କୁଲ ଯିବା କମିଟି ଚୟନ ବୈଠକରେ ସ୍ଥାନୀୟ ଡ଼ାହିମାଲ ସିଆର୍‌ସିସି ପ୍ରହଲ୍ଲାଦ ଦଣ୍ଡସେନା ଅଧ୍ୟକ୍ଷତା କରିଥିଲେ ।ଆସ ସ୍କୁଲ ଯିବା ଉପରେ ଲକ୍ଷ୍ୟ ଓ ଉଦ୍ଦେଶ୍ୟ
Read More...

ଆମ ଓଡ଼ିଶା ଗୁଡଭେଲା ଶାଖା ପକ୍ଷରୁ ରାକ୍ଷୀ ପୂର୍ଣ୍ଣିମାରେ ନିଶା ନିବାରଣ ବ୍ରତ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଆମ ଓଡ଼ିଶା ଗୁଡଭେଲା ଶାଖା ପକ୍ଷରୁ ତୁଷୁରା ଗାୟତ୍ରୀ ମନ୍ଦିର ପରିସରରେ ଗାୟତ୍ରୀ ପରିବାର, ମାରୱାଡ଼ି ମହିଳା ସମିତି ଓ ଜାଗୃତି ଶାଖାର ମିଳିତ ଉଦ୍ୟମରେ ସମ୍ବାଦ ସାହିତ୍ୟ ଘରର ସଭାପତି ଡ଼ଃ ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଡାହିମାଲ କ୍ଲଷ୍ଟରର‌ ଦ୍ଵିତୀୟ କ୍ଳଷ୍ଟର ସ୍ତରୀୟ ମାସିକ ବୈଠକ ଆୟୋଜିତ

ତୁଷୁରା, (ଖୁସିରାନୀ ସାହୁ) : ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଜମ୍ଭେଲଠାରେ ଡାହିମାଲ କ୍ଲଷ୍ଟରର‌ ଦ୍ଵିତୀୟ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ପ୍ରଧାନ ଶିକ୍ଷକ କ୍ରିଷ୍ଣା ଭୋଇଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଯାଇଛି । ଏଥିରେ ସ୍ଥାନୀୟ ଡାହିମାଲକ୍ଲଷ୍ଟରର ସିଆର୍‌ସିସି ପ୍ରହଲ୍ଲାଦ ଦଣ୍ଡସେନା
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ କପସିଲା ପି.ଏମ୍.ଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଅନୁଷ୍ଠିତ

ତୁଷୁରା, (ଖୁସିରାନୀ ସାହୁ) : ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ କପସିଲା ପି.ଏମ୍‌.ଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନ୍ମଥ ରାଜହଂସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଏବିଇଓ ବିପିନ ବାଗ ମୁଖ୍ୟ ଅତିଥି ଭାବେ
Read More...

କାର୍ ସହ ୩୦ କେଜି ଗଞ୍ଜେଇ ଜବତ : ୨ ଗିରଫ

ତୁଷୁରା, (ଖୁସିରାଣୀ ସାହୁ) : ଅବକାରୀ ବିଭାଗ ଏକ କାର୍ ସହ ଗଞ୍ଜେଇ ଜବତ କରି ୨ ଜଣକୁ ଗିରଫ କରିଛି । ତୁଷୁରା ଅବକାରୀ ନିରୀକ୍ଷକ ଶ୍ରୀକାନ୍ତ ପାଣିଗ୍ରାହୀ ତୁଷୁରା ଉଡ଼ାଜାହାଡହାଜ ପଡ଼ିଆ ନିକଟରେ ଦ୍ରୁତଗତିରେ ଆସୁଥିବା ଏକ କାରକୁ ଅଟକାଇ ଯାଞ୍ଚ କରିଥିଲେ । ସେଥିରେ ୩୦କେଜି ଗଞ୍ଜେଇ
Read More...

ତୁଷୁରା କ୍ଲଷ୍ଟର ତରଫରୁ ବୁରୋମାଳ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ପ୍ରଧାନଙ୍କୁ ସେବା ନିବୃତ୍ତ…

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟର ଅଧିନସ୍ଥ ବୁରୋମାଳ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ପ୍ରଧାନଙ୍କୁ ତୁଷୁରା କ୍ଲଷ୍ଟର ତରଫରୁ ସେବା ନିବୃତ୍ତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସିଆର୍‌ସିସି ଜଗମୋହନ ତ୍ରିପାଠୀଙ୍କ
Read More...

ତୁଷୁରା ସରକାରୀ ବାଳକ ୟୁପି ସ୍କୁଲରେ ଚଳିତ ଶିକ୍ଷାବର୍ଷର ଦ୍ୱିତୀୟ ପିଟିଏମ୍ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ଏନ୍.ଏ.ସିର ୫ ନମ୍ବର ୱାର୍ଡ ସ୍ଥିତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଦ୍ୱିତୀୟ ପିତା ମାତା ଅଭିଭାବକ ଶିକ୍ଷକ ସଂଘ ତଥା ବିଦ୍ୟାଳୟ ପରିଚାଳନା ସମିତିର ବୈଠକ ଅସ୍ଥାୟୀ ସଭାପତି ଟୁକୁମଣି
Read More...

ଡାହିମାଲ କ୍ଲଷ୍ଟରର‌ ପ୍ରଥମ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦେଉଳଗୁଡ଼ିଠାରେ ଡାହିମାଲ କ୍ଲଷ୍ଟରର‌ ପ୍ରଥମ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ସିଆର୍‌ସିସି ପ୍ରହଲ୍ଲାଦ ଦଣ୍ଡସେନା ମୌଳିକ
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ ଧାନଘରା ୟୁପି ସ୍କୁଲଠାରେ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଚଳିତ ଶିକ୍ଷାବର୍ଷ ୨୦୨୫-୨୬ର ପ୍ରଥମ କ୍ଲଷ୍ଟର ସ୍ତରୀୟ ବୈଠକ ଧାନଘରା ୟୁପି ସ୍କୁଲଠାରେ ପ୍ରଧାନ ଶିକ୍ଷକ ଦୁତିଆ ସେଠଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ତୁଷୁରା ବାଳିକା ଉଚ୍ଚ ବିଦ୍ୟାଳୟର ପୂର୍ବ ପ୍ରଧାନ ଶିକ୍ଷୟିତ୍ରୀ ଭକ୍ତ
Read More...