Browsing Tag

tusura news

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଏନ୍‌ଏ‌ସି ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥିଭାବେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମବେତ
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାର “ବନ ବିହାର” କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାର ଚଳିତ ବର୍ଷର "ବନ ବିହାର" କାର୍ଯ୍ୟକ୍ରମ ସ୍ଥାନୀୟ ବାପୁଜୀ ଆଶ୍ରମ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ପାଚିକା ତଥା
Read More...

ନୂଆପଡା ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌): ଗୁଡଭେଲା ବ୍ଲକ ଅଧୀନସ୍ଥ ନୂଆପଡ଼ା ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷୟିତ୍ରୀ ବିଶିକେଶନ ପ୍ରଧାନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ କପସିଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧାଂଶୁ ପୁଟା
Read More...

ଗୁଡଭେଲା ବ୍ଲକର ତ୍ରିଦିବସୀୟ ପ୍ରଧାନ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ପାଇଁ ଉଦ୍ଦିଷ୍ଟ “ପ୍ରଗତି” ପ୍ରଶିକ୍ଷଣ…

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକର ୫୦ ଜଣ ପ୍ରଧାନ ଶିକ୍ଷକଙ୍କୁ ନେଇ ତାଙ୍କର ବୃତ୍ତିଗତ ବିକାଶ ନିମନ୍ତେ ସାମଗ୍ରିକ ବିଦ୍ୟାଳୟ ବିକାଶ ଯୋଜନା ପ୍ରସ୍ତୁତି ସକାଶେ ଗତ ୨୦ ତାରିଖରୁ ଆରମ୍ଭ ହେଇଥିବା ତ୍ରିଦିବସୀୟ "ପ୍ରଗତି" ପ୍ରଶିକ୍ଷଣ ଉଦ୍‌ଯାପିତ ହୋଇଯାଇଛି । ସ୍ଥାନୀୟ ଗୁଡଭେଲା
Read More...

ଗୁଡଭେଲା ବ୍ଲକ ସାହିତ୍ୟ ଘର ତରଫରୁ ନବାଗତ ବିଡିଓ ରାମଦତ୍ତ ଭୋଇଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ସାହିତ୍ୟ ଘର ତରଫରୁ ନବାଗତ ବିଡିଓ ରାମଦତ୍ତ ଭୋଇଙ୍କୁ ସଂପାଦକ ଆଶୁକବି ଡ. ହେମନ୍ତ କୁମାର ଦାଶଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଉଚ୍ଛ୍ବସିତ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଏଥିରେ ସଂଯୋଜକ ସୁନୀଲ ଜୈନ, ଯୁଗ୍ମ ସଂପାଦକ ଦେବାଶିଷ
Read More...

ଗମ୍ଭାରୀଗୁଡା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଭୋଟ : ଗଣତି ଶେଷ, ପଦ ହରାଇବେ ସରପଞ୍ଚ

ତୁଷୁରା, (ଲକ୍ଷ୍ମୀକାନ୍ତ ସାହୁ) : ଗୁଡ଼ଭେଲା ବ୍ଲକ ଗମ୍ଭାରୀଗୁଡା ସରପଞ୍ଚ ପିଙ୍କି ବେଶ୍ରାଙ୍କ ବିରୋଧରେ ହୋଇଥିବା ଅନାସ୍ଥା ଭୋଟ୍‌ର ଗଣତି ଶେଷ ହୋଇଛି । ଅନାସ୍ଥା ସପକ୍ଷରେ ୮ଟି ଭୋଟ ପଡିଥିବା ବେଳେ ବିପକ୍ଷରେ ଶୂନ ଭୋଟ ପଡିଛି । ଅନ୍ୟପଟେ ସରପଞ୍ଚଙ୍କ ସମର୍ଥକ ମଧ୍ୟ ଭୋଟ ଦେଇ ନ ଥିବା ବେଳେ
Read More...

ଡାହିମାଲ କ୍ଲଷ୍ଟରର‌ ଅଷ୍ଟମ କ୍ଳଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସରକାରୀ ପ୍ରାଥମିକ ବିଦ୍ୟାଳୟ ସିର୍ଜାପାଲି ଠାରେ ଡାହିମାଲ କ୍ଲଷ୍ଟରର‌ ଅଷ୍ଟମ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ପ୍ରଧାନ ଶିକ୍ଷକ ଦେବରାଜ ଝାଙ୍କରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ସିଆର୍‌ସିସି ପ୍ରହଲ୍ଲାଦ ଦଣ୍ଡସେନା ମୌଳିକ ସାକ୍ଷରତା ଓ
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ଅଷ୍ଟମ ମାସିକ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଅଧୀନସ୍ଥ ତୁଷୁରା ଏନ୍.ଏ.ସି. କ୍ଲଷ୍ଟରର ଅଷ୍ଟମ ମାସିକ ବୈଠକ ବୁରୋମାଲ ପ୍ରାଥମିକ ବିଦ୍ୟାଳୟ ପରିସରରେ ସ୍ଥାନୀୟ ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସିଆର୍‌ସିସି ଜଗମୋହନ ତ୍ରିପାଠୀ ମୁଖ୍ୟ
Read More...

ଚିଞ୍ଚେଡ଼ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଭୋଟ : ଗଣତି ଶେଷ

ଅନାସ୍ଥା ସପକ୍ଷରେ ୧୦, ବିପକ୍ଷରେ ୨ ଭୋଟ ତୁଷୁରା, (ଲକ୍ଷ୍ମୀକାନ୍ତ ସାହୁ) : ଗୁଡ଼ଭେଲା ବ୍ଲକ ଚିଞ୍ଚେଡ ସରପଞ୍ଚଙ୍କ ବିରୋଧରେ ହୋଇଥିବା ଅନାସ୍ଥା ଭୋଟ୍‌ର ଗଣତି ଶେଷ ହୋଇଛି । ଅନାସ୍ଥା ସପକ୍ଷରେ ୧୦ଟି ଭୋଟ ପଡିଥିବା ବେଳେ ବିପକ୍ଷରେ ୨ଟି ଭୋଟ ପଡିଛି । ତୁଷୁରା ତହସିଲଦାର ତଥା ନିର୍ବାଚନ
Read More...

ଗାୟତ୍ରୀ ପରିବାର ତୁଷୁରା ଶାଖା ଆନୁକୂଲ୍ୟରେ ମକର ସଂକ୍ରାନ୍ତି ଉପଲକ୍ଷେ ଯଜ୍ଞ, ସାଂସ୍କୃତିକ କାର୍ଯ୍ୟକ୍ରମ ଓ…

ତୁଷୁରା, (କେପିଏନ୍‌ଏସ୍‌) : ଗାୟତ୍ରୀ ପରିବାର ତୁଷୁରା ଶାଖା ଆନୁକୂଲ୍ୟରେ ମକର ସଂକ୍ରାନ୍ତି ଉପଲକ୍ଷେ ଯଜ୍ଞ, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ସମ୍ବର୍ଦ୍ଧନା ପର୍ବ ରାଧା ରମଣ କେଡିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ଗାୟତ୍ରୀ
Read More...