୪ର୍ଥ ତୋଷାଳୀ ମହୋତ୍ସବ ଉପଲକ୍ଷେ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ
ତୁଷୁରା, (କେପିଏନ୍ଏସ୍) : ଚତୁର୍ଥ ତୋଷାଳୀ ମହୋତ୍ସବ ଉପଲକ୍ଷେ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ତୁଷୁରାର ଅଡିଟୋରିୟମ ଠାରେ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା ପର୍ବ ନିଷାନର ସଭାପତି ଡ. ଶ୍ୟାମସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->…
Read More...
Read More...