ଉମରକୋଟ ଆଶ୍ରମ ସ୍କୁଲରେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି କଲେ ପରିବାର
ଉମରକୋଟ, (କେପିଏନ୍ଏସ୍) : ନବରଙ୍ଗପୁର ଜିଲ୍ଲାର ଉମରକୋଟ ବ୍ଲକ ଅନ୍ତର୍ଗତ ଭାମିନୀ ଗ୍ରାମ ପଞ୍ଚାୟତର ବାଟିବେଡ଼ା ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ମୃତ ଛାତ୍ରୀଙ୍କ ନାମ ଜବା ଶାନ୍ତ (୧୪) । ସେ ହଷ୍ଟେଲରେ ରହି!-->…
Read More...
Read More...